>>
  • ଭାଗବତରେ ସମାଜ ଶିକ୍ଷା : ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ମାଫିଆଙ୍କ ଲୋଲୁପ ଦୃଷ୍ଟିରୁ ବର୍ତ୍ତୀ ପାରୁନାହିଁ ସରକାରି ଜମି ; ସାମାଜିକ ଅନୁଷ୍ଠାନର ଜମି ଜବରଦଖଲ ଅଭିଯୋଗ
  • >>
  • ବାଳିକା ସଚେତନତା ଶିବିର ଅନୁଷ୍ଠିତ
  • >>
  • ଜଟଣୀରେ ଜଳ ଯୋଗାଣ ବିପର୍ଯ୍ୟସ୍ଥ ; ବର୍ଷା ଦିନେ ଆସୁଛି ଗୋଳିଆ ପାଣି
  • >>
  • ୭୯ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
  • >>
  • ସାକ୍ଷୀଗୋପାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ, ୨୫୩ ପ୍ରକଳ୍ପ ରୁ ୫୪ଟି ପ୍ରକଳ୍ପ ସଙ୍କୁଳସ୍ତରକୁ ମନୋନୀତ
  • >>
  • ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ'
  • >>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • >>
  • ଦଲାଲଙ୍କ କବଜାରେ "ତହସିଲ'କାର୍ଯ୍ୟାଳୟ; ତହସିଲ କାର୍ଯ୍ୟାଳୟରର ଲୁଚି ରହୁ ନାହିଁ ଗୋପନୀୟ ତଥ୍ୟ
  • >>
  • ସାକ୍ଷୀଗୋପାଳ - ଅଳଗୁମ ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ସର୍ଭେ କାମ ଶେଷ
  • ପୂରବତନ ପ୍ରଧାନ ଶିକ୍ଷୟତ୍ରୀଙ୍କ ଦେହାନ୍ତ

    ପିପିଲି-ପିପିଲି ବ୍ଲକର ଦାଣ୍ଡମୁକୁନ୍ଦପୁର ଗୋପବନ୍ଧୁ ମେମୋରିଆଲ ହାଇସ୍କୁଲ ର ପୁର୍ବତନ ପ୍ରଧାନ ଶିକ୍ଷୟତ୍ରୀ ନିରୁପମା ମିଶ୍ରଙ୍କର(୭୫) ଦେହାନ୍ତ ହୋଇଯାଇଛି । ତାଙ୍କ ଶିକ୍ଷୟତ୍ରି ଜିବନରେ ବହୁ ଉଚ୍ଚ ଶିକ୍ଷିତ ଛାତ୍ରଛାତ୍ରୀ ତିଆରି କରିବାରେ ତାଙ୍କର ପ୍ରମୁଖ ଭୁମିକା ଥିଲା । ତାଙ୍କର ଦେହାନ୍ତ ଖବର ଶୁଣି ଅଞ୍ଚଳରେ ଶୋକ ର ଛାୟା ଖେଳି ଯାଇଥିଲା । ସେ ଜଣେ ଥିଲେ ମିଷ୍ଟାପି ମେଳାପି , ଧର୍ମପରାୟଣା ଓ ସମାଜସେବୀ ଭାବରେ ବେଶ ପରିଚିତ । ତାଙ୍କ ଦେହାନ୍ତ ବେଳେ ପାଖରେ ପୁଅ ଝିଅ ନାତି ନାତୁଣିମାନେ ଉପସ୍ଥିତ ଥିଲେ । ଶିକ୍ଷୟତ୍ରୀରୁ ଅବସର ନେଲା ପରେ  ଧର୍ମପରାୟଣ ମହିଳା ଭାବେ ଜିବନ ବିତାଉଥିଲେ । ତାଙ୍କ ବାସ ଭବନରେ ପୁରାତନ ଓ ନୁତନ ଛାତ୍ରଛାତ୍ରୀ ମାନଙ୍କ ସହ ଅଞ୍ଚଳ ର ବହୁ ମାନ୍ୟଗଣ ବ୍ୟକ୍ତି ପହଞ୍ଚି ମରଶରୀରରେ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ । ପୁରୀ ସ୍ୱର୍ଗଦ୍ୱାର ଠାରେ ଅନ୍ତିମ ସତ୍କାର କରାଯାଇଥିଲା । 

    ପିପିଲିରୁ -- ବିଜୟ କୁମାର ମହାପାତ୍ର

    Blog Archive

    Popular Posts