>>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • ମେସିନ ସହଯୋଗରେ ନଡିଆ ତୋଲିବା ପାଇଁ ପ୍ରଶିକ୍ଷଣ

    ସାକ୍ଷୀଗୋପାଳ---ପୁରୀ ଜିଲ୍ଲାର ସତ୍ୟବାଦୀ ଅଞ୍ଚଳର ୨୫ ଜଣ ଯୁବକଙ୍କୁ ମେସିନ ସହାର୍ଯ୍ୟରେ ନଡିଆ ତୋଳିବା ପାଇଁ ୬ଦିନିଆ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରୀୟ ନାରିକେଳ ବୋର୍ଡ ଓଡିଶା ପିତାପଲି ଶାଖା ଦ୍ୱାରା କୈଶାଲ୍ୟୃାଗଙ୍ଗ ଫିଫା ଗବେଷଣା କେନ୍ଦ୍ରଠାରେ ତାଲିମ ପ୍ରଦାନ କରାଯାଇଥିଲା  । ତାଲିମ ଶିବିରର ଉଦ୍ଯାପନ ଦିବସରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରୀୟ ନାରିକେଳ ବୋର୍ଡର ସଦସ୍ୟ ଡ. ବିଶ୍ୱନାଥ ରଥ ଯୋଗଦେଇ କହିଥିଲେ  ମେସିନ ଦ୍ୱାରା  ନଡିଆ ତୋଳାଗଲା ଅଧିକ ଗଛ ନଡିଆ ତୋଲିବା ସହ ନିଜେ ରୋଜଗାର କ୍ଷମ ହୋଇ ପାରିବ ବୋଲି କହିଥିଲେ  । ତାଲିମ ନେଇଥିବା ଯୁବକ ମାନଙ୍କୁ ପ୍ରମାଣପତ୍ର ସହିତ ନଡିଆ ତୋଳିବା ମେସିନ ମାଗଣାରେ ପ୍ରଦାନ କରାଯାଇଥିଲା  । ଏହା ସହିତ ଏମାନଙ୍କର ଦୁଇ ଲକ୍ଷ ଟଙ୍କାର ବୀମା କରାଯାଇଥିବା ଜଣାଇ ଦିଆଯାଇଥିଲା  । ପିତାପଲ୍ଲି ଫାର୍ମ ଦ୍ୱାରା ସମସ୍ତ ସୁବିଧା ଯୋଗାଇ ଦିଆଯାଇଥିଲା  । ନାରିକେଳ ବୋର୍ଡ ଓଡିଶା ଶାଖାର ବୈଜ୍ଞାନିକ ମାତାମରିତୁ ସିଂ ଧନ୍ୟବାଦ ଦେଇଥିଲେ  ।  

    ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts