>>
  • କ୍ରାନ୍ତିପଡା ରେ ନଳକୂଅ ଦୀର୍ଘ ଦିନ ହେଲା ଅଚଳ
  • >>
  • ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି
  • >>
  • ଭାଗବତରେ ସମାଜ ଶିକ୍ଷା : ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ମାଫିଆଙ୍କ ଲୋଲୁପ ଦୃଷ୍ଟିରୁ ବର୍ତ୍ତୀ ପାରୁନାହିଁ ସରକାରି ଜମି ; ସାମାଜିକ ଅନୁଷ୍ଠାନର ଜମି ଜବରଦଖଲ ଅଭିଯୋଗ
  • >>
  • ବାଳିକା ସଚେତନତା ଶିବିର ଅନୁଷ୍ଠିତ
  • >>
  • ଜଟଣୀରେ ଜଳ ଯୋଗାଣ ବିପର୍ଯ୍ୟସ୍ଥ ; ବର୍ଷା ଦିନେ ଆସୁଛି ଗୋଳିଆ ପାଣି
  • >>
  • ୭୯ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
  • >>
  • ସାକ୍ଷୀଗୋପାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ, ୨୫୩ ପ୍ରକଳ୍ପ ରୁ ୫୪ଟି ପ୍ରକଳ୍ପ ସଙ୍କୁଳସ୍ତରକୁ ମନୋନୀତ
  • >>
  • ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ'
  • >>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • ଦଉଡି ଦେଇ ମହିଳାଙ୍କର ଆତ୍ମହତ୍ଯା

    ସାକ୍ଷୀଗୋପାଳ------ ସତ୍ୟବାଦୀ ଥାନା ଅନ୍ତର୍ଗତ ରାୟଚକ୍ରଧରପୁର ଗ୍ରାମର ଅଢ଼େଇ ମାଣ ସାହିର ପ୍ରଫୁଲ ସ୍ୱାଇଁ ଅଳ୍ପ ଦିନ ତଳେ ସେହି ପଞ୍ଚାୟତର ବାଲିସାହି ପାଟଣା ଗ୍ରାମର ଗୌରି ପ୍ରଧାନଙ୍କ ଝିଅ ଲକ୍ଷ୍ମୀ ସ୍ୱାଇଁ ( ୨୩)ଙ୍କୁ ବିବାହ କରିଥିଲେ  । ଆଜି ଲକ୍ଷ୍ମୀ ଘରେ କେହି ନଥିବାର ସୁଯୋଗ ନେଇ ବେକରେ ଦଉଡି ଲଗାଇ ଆତ୍ମହତ୍ୟା କରିଛି ବୋଲି ମୃତଙ୍କର ମା ଲକ୍ଷ୍ମୀ ନିଜେ ଲିଖିତ ଭାବରେ ସତ୍ୟବାଦୀ ଥାନାରେ ଅଭିଯୋଗ କରିଛନ୍ତି । ୍ତାଙ୍କ ଅଭିଯୋଗ କ୍ରମେ ସତ୍ୟବାଦୀ ପୋଲିସ ୨୬/୧୮ରେ ଏକ ଅପମୃତ୍ୟୁ କେସ ରୁଜ କରି ଶବ ବ୍ୟବଛେଦ ନିମନ୍ତେ ପୁରୀ ପଠାଇଥିବା ଜଣାପଡିଛି । 

     ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି 

     

    Blog Archive

    Popular Posts