>>
  • ଜଙ୍ଗଲ ନିକଟରେ ଚାଲିଥିଲା କରତ କଳ,ଲକ୍ଷାଧିକ ମୂଲ୍ୟର ଶାଗୁଆନ୍ କାଠ ଜବତ
  • >>
  • ସତ୍ୟବାଦୀ ବ୍ଳକ ପ୍ରଶାସନ ମୁଣ୍ଡ ନୁଆଁଇଲା , ମଞ୍ଜୁର ହୋଇଥିବା ଯାଗାରେ କାମ ନ ହୋଇ ଅନ୍ୟଟି କାମ ; ବନ୍ଦ ରହିଲା କାମ
  • >>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • ଧାନ ମଣ୍ଡି ଉଦ୍ଘାଟନ ପ୍ରଥମ ଦିନରେ ୭ଶହ କୁଇଣ୍ଟାଲ ଧାନ ଚାଷି ବିକିଲେ

    ଡେଲାଙ୍ଗ --- ଡେଲାଙ୍ଗ ହାଟ ବଜାର ସ୍ଥିତ ଡେଲାଙ୍ଗ କୋଠବାଡ ସେବା ସମବାୟ ସମିତିରେ ଧାନ ମଣ୍ଡି ଶୁକ୍ରବାର ବ୍ଳକ ଅଧ୍ୟକ୍ଷ ପ୍ରସନ୍ନ ସାହୁ ଉଦ୍ଘାଟନ କରିଛନ୍ତି । ସମବାୟ ସମିତିର ସଭାପତି ନବଘନ ପ୍ରଧାନଙ୍କ ସହ ସମସ୍ତ ସମବାୟ  ସମିତିର ସଦସ୍ୟ ମାନେଉପସ୍ଥିତ ରହିଥିଲେ । ପ୍ରଥମ ଦିନରେ ୨୧ ଜଣ ଚାଷୀଙ୍କ ଠାରୁ ୭୦୧ କୁଇଣ୍ଟାଲ ଧାନ ମଣ୍ଡିରେ କ୍ରୟ କରାଯାଇଥିବା ସମବାୟ ସମିତିର ସମ୍ପାଦକ ବଙ୍ଗୁ ରାଉତରାୟଙ୍କ ଠାରୁ ପ୍ରକାଶ  । 
    ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି
    DHANA MANDI UDGHATA PRATHAMA DINARE 700 KUITAL DHAN CHASI BIKILE 
    NEWS BY - DHIRENDRA SENAPATI ( DELANGA )
    SAKHIGOPAL NEWS

    Blog Archive

    Popular Posts