ଶୁକଳରେ ବିଜେଡିର ପ୍ରତିଷ୍ଠା ଦିବସ
ସାକ୍ଷୀଗୋପାଳ-----ସତ୍ୟବାଦୀ ବ୍ଳକର ଶୁକଳ ଗ୍ରାମ ପଞ୍ଚାୟତର ମେଳଣ ପଡିଆରେ ବିଜେଡିର ୨୧ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ଉମାକାନ୍ତ ସମାନ୍ତରାୟ ଗୋପବନ୍ଧୁ ଓ ବିଜୁ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିଥିଲେ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବ୍ଳକ ଅଧ୍ୟକ୍ଷା ସସ୍ମିତା ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ପ୍ରହଲ୍ଲାଦ ଘଟୁଆରୀ, ଧୁବ ଚରଣ ଦାଶ, ବ୍ଳକ ଉପାଧ୍ୟକ୍ଷ ବିକ୍ରମ କୁମାର ଜେନା ଓ ଜିଲ୍ଲା ପରିଷଦ ସଭ୍ୟାଙ୍କ ପ୍ରତିନିଧି ଦେବାଶିଷ ରାୟ ଓ ବିଜୁ ଯୁବ ବାହିନୀର ସଦସ୍ୟ ମାନେ ଯୋଗଦେଇଥିଲେ । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି
SUKALARE BJD RA PRATISTHA DIBASA
NEWS BY - DHIRENDRA SENAPATI ( SAKHIGOPAL )
SAKHIGOPAL NEWS