>>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • ମୁନିଦା ଠାରେ ଧାନମଣ୍ଡି ଉଦଘାଟନ ସହ କଲ୍ଯାଣ ମଣ୍ଡପର ଶିଳାନ୍ଯାସ କଲେ କୃଷି ଓ ପଞ୍ଚାୟତ ରାଜ ମନ୍ତୀ , ଶ୍ରୀ ମହାରଥୀ


    ଡେଲାଙ୍ଗ---  ମୁନିଦା ପଞ୍ଚାୟତର ରାଜିବଗାନ୍ଧୀ ଭବନ ନିକଟରେ କଲ୍ୟାଣ ମଣ୍ଡପର ଶିଳାନ୍ୟାସ କୃଷି ଓ ପଞ୍ଚାୟତରାଜ ମନ୍ତ୍ରୀ ପ୍ରଦୀପ ମହାରଥୀ , ବ୍ଳକ ଅଧ୍ୟକ୍ଷ ପ୍ରସନ୍ନ ସାହୁ ନଡିଆ ବାଡେଇ ଶୁଭ ଦେଇଥିଲେ । ବିଡିଓ କ୍ଷୀରୋଦ ପ୍ରଧାନ ଏହି ମଣ୍ଡପ ପାଇଁ ୩୫ ଲକ୍ଷ ଟଙ୍କାର ଅର୍ଥ ମଞ୍ଜୁର କରାଯାଇଛି । ରାଜ୍ୟ ସରକାର ୨୦ ଲକ୍ଷ ଦେଉଥିବା ବେଳେ ପଞ୍ଚାୟତ ପଣ୍ଡରୁ ୧୫ ଲକ୍ଷ ଟଙ୍କା ଦେବ ବୋଲି ସରପଞ୍ଚଙ୍କ ପ୍ରତିନିଧି ନରେନ୍ଦ୍ର ପରିଡାଙ୍କ ଠାରୁ ସୂଚନା ମିଳିଛି । ଅନ୍ୟ ମାନଙ୍କ ମଧ୍ୟରେ ମିଶନ ଶକ୍ତି ମହିଳା ମହାସଂଘର ସମ୍ପାଦିକା ବାସନ୍ତୀ ସାହୁ, ସ୍ଥାନୀୟ ସରପଞ୍ଚ ସଂନ୍ଧ୍ୟାରାଣୀ ପରିଡା, ପୁର୍ବତନ ସରପଞ୍ଚ ନରେନ୍ଦ୍ର ପରିଡା, ବ୍ଳକ ସମିତି ଉପାଧ୍ୟକ୍ଷାଙ୍କ ପ୍ରତିନିଧି କବିନ୍ଦ୍ର ବଳବନ୍ତରାୟଙ୍କ ସହିତ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟସଭ୍ୟା ମାନେ ଉପସ୍ଥିତ ରହିଥିଲେ । ସେହିପରି ବାଲୁଙ୍କେଶ୍ୱର ସେବା ସମବାୟ ସମିତି ପରିସରରେ ଧାନମଣ୍ଡି କୃଷି ଓ ପଞ୍ଚାୟତରାଜ ମନ୍ତୀ ଶ୍ରୀ ମହାରଥୀ ଉଦ୍ଘାଟନ କରିଥିଲେ । ସେଠାରେ ସେବା ସମବାୟ ସମିତିର ସଭାପତି ଅମୀୟ କୁମାର ପରିଡା ଓ ସମ୍ପାଦକ ଦିଲୀପ କୁମାର ପଣ୍ଡାଙ୍କ ସହ ସରପଞ୍ଚଙ୍କ ପ୍ରତିନିଧି ଶ୍ରୀ ପରିଡା ଓ ବ୍ଳକ ଅଧ୍ୟକ୍ଷ ଶ୍ରୀ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ । ଆଜି ପ୍ରଥମ ଦିନରେ ୪୦ କୁଇଣ୍ଟାଲ ଧାନ ଚାଷୀ ମାନଙ୍କ ଠାରୁ କିଣାଯାଇଥିବା ଜଣାପଡିଛି । 

     

    ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts