Breaking News

>>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • >>
  • ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ମେଗା ରକ୍ତଦାନ ଶିବିର - ୧୦୧ ୟୁନିଟ୍ ରକ୍ତ ସଂଗ୍ରହ
  • >>
  • ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଏକ ଦାବିପତ୍ର
  • >>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • ପିପିଲିରେ ହରିଣ ଶିଙ୍ଗିଆ ଦେଶୀ ଆଳୁ

    ପିପିଲି--- ପୁରୀ ଜିଲ୍ଲାର ପିପିଲି ବ୍ଳକ ଅନ୍ତର୍ଗତ କୂଳଶିଖର ପାଟଣା ପଞ୍ଚାୟତର ମାଳିବରାହି ଗ୍ରାମର ଚାଷୀ ଚିତ୍ତରଞ୍ଜନ ପରିଡାଙ୍କ ବାଡିରୁ ଏକ ବିରଳ ପ୍ରଜାତିର ଦେଶୀ ଆଳୁ ବାହାରିଛି । ଏହି ଆଳୁଟିକୁ ପ୍ରାୟ ୨ ବର୍ଷ ହେବ ନିଜ ବାରିରେ ଲଗାଇଥିଲେ  । ଆଳୁଟିର ଓଜପ ପ୍ରାୟ ୪୫ କେଜି ହେବ ବୋଲି ଜଣାପଡିଛି । ଆଳୁଟି ହରିଣ ଶିଙ୍ଗ ଭଳି ରହିଛି । ଏଣୁ ଗ୍ରାମର କିଛି ଲୋକମାନେ ଏହାକୁ ହରିଣ ଶିଙ୍ଗିଆ ଆଳୁ ବୋଲି କହଛନ୍ତି । ଏହି ଘଟଣା ପ୍ରଘଟ ହେବା ପରେ ଶ୍ରୀ ପରିଡାଙ୍କ ଘରେ ଲୋକଙ୍କ ଭିଡ ପରିଲକ୍ଷିତ ହୋଇଥିଲା  । 
    ପିପିଲିରୁ ବିଜୟ କୁମାର ମହାପାତ୍ର

    Blog Archive

    Popular Posts