>>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • >>
  • ଭିର୍ନ୍ନକ୍ଷମ ସୁନିତାଙ୍କ ବିବାହରେ ସାହାର୍ଯ୍ୟର ହାତ ବଢ଼େଇଲା ବିପଦର ବନ୍ଧୁ ଓଡିଶା
  • >>
  • ମୁଖ୍ୟ ରାସ୍ତାରୁ ତାଡି ବିକୁଥିଲେ ମୋରମ |ଟ୍ରାକ୍ଟର ଓ ଜେସିବି ସହ ୨ ଥାନା ରେ ଅଟକ
  • >>
  • ଅତିରିକ୍ତ ତହସିଲଦାର ଓ ଦଲାଲ ଙ୍କ ମଧୁଚନ୍ଦ୍ରିକାରେ ବେଆଇନ ପଟ୍ଟା କରବାର ; ଜନ ଅସନ୍ତୋଷ ବୃଦ୍ଧି
  • >>
  • ସତ୍ଯବାଦୀରେ ତିନି ସେନାଙ୍କ ବୀରତ୍ୱକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ରା
  • >>
  • ତିନି ସେନାର ବୀରତ୍ୱ ପରାକ୍ରମକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ର
  • >>
  • ଜଟଣୀରେ ସେନା ବାହିନୀ ଉଦ୍ଦେଶ୍ୟରେ ତୀରଙ୍ଗା ଶୋଭାଯାତ୍ରା
  • >>
  • ଗୁରୁଦେବ ଶ୍ରୀ ଶ୍ରୀ ରବି ଶଙ୍କରଙ୍କ ଜନ୍ମ ଦିନରେ ରକ୍ତ ଦାନ ଶିବିର
  • ଜୟପୁର ପଞ୍ଚାୟତରେ ପିଠା କାର୍ଯ୍ୟକ୍ରମ ଏଲଇଡି ବଲ ବାଣ୍ଟିଲେ

    ସାକ୍ଷୀଗୋପାଳ ----- ସତ୍ୟବାଦୀ ବ୍ଳକ ଅନ୍ତଗତ ଜୟପୁର ଗ୍ରାମ ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୧୦୦ଟି ପରିବାରଙ୍କୁ ୪ଟି କରି ଏଲଇଡି ବଲ ପ୍ରଦାନ କରିବା ସହ ମହିଳା ଗୋଷ୍ଠୀ ମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା  । ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ସଭ୍ୟ ପ୍ରହଲ୍ଲାଦ ଘଟୁଆରୀ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କେ ଆଲେକପାତ କରିଥିଲେ  । ଅନ୍ୟ ମାନଙ୍କ ମଧ୍ୟରେ ସରପଞ୍ଚ  ବିଶ୍ୱଜିତି ମହାପାତ୍ର, ସମିତିସଭ୍ୟା ଶେଭାରାଣୀ ସାହୁ, ସାମାଜିକ ସୁରକ୍ଷା ଅଧିକାରିଣୀ ଅମୃିତା ମିଶ୍ର ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ରମେଶ ବେହେରା  ପ୍ରମୁଖ ଉପସ୍ଥିତ ରହିଥିଲେ  । ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିବା ସହିତ , ନ୍ୟାୟବ ସରପଞ୍ଚ , ୱାର୍ଡ ସଭ୍ୟସଭ୍ୟା , ଅଙ୍ଗନୱାଡି କର୍ମୀ, ମହିଳା ସଂଗଠନ ପ୍ରମୁଖ  ଉପସ୍ଥିତ ରହି ପିଠା କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିଥିଲେ  । 
    ସାକ୍ଷୀଗୋପାଳ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts