>>
  • ଜଙ୍ଗଲ ନିକଟରେ ଚାଲିଥିଲା କରତ କଳ,ଲକ୍ଷାଧିକ ମୂଲ୍ୟର ଶାଗୁଆନ୍ କାଠ ଜବତ
  • >>
  • ସତ୍ୟବାଦୀ ବ୍ଳକ ପ୍ରଶାସନ ମୁଣ୍ଡ ନୁଆଁଇଲା , ମଞ୍ଜୁର ହୋଇଥିବା ଯାଗାରେ କାମ ନ ହୋଇ ଅନ୍ୟଟି କାମ ; ବନ୍ଦ ରହିଲା କାମ
  • >>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • ଜୟପୁର ପଞ୍ଚାୟତରେ ପିଠା କାର୍ଯ୍ୟକ୍ରମ ଏଲଇଡି ବଲ ବାଣ୍ଟିଲେ ସାକ୍ଷୀଗୋପାଳ ----- ସତ୍ୟବାଦୀ ବ୍ଳକ ଅନ୍ତଗତ ଜୟପୁର ଗ୍ରାମ ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୧୦୦ଟି ପରିବାରଙ୍କୁ ୪ଟି କରି ଏଲଇଡି ବଲ ପ୍ରଦାନ କରିବା ସହ ମହିଳା ଗୋଷ୍ଠୀ ମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ସଭ୍ୟ ପ୍ରହଲ୍ଲାଦ ଘଟୁଆରୀ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କେ ଆଲେକପାତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସରପଞ୍ଚ ବିଶ୍ୱଜିତି ମହାପାତ୍ର, ସମିତିସଭ୍ୟା ଶେଭାରାଣୀ ସାହୁ, ସାମାଜିକ ସୁରକ୍ଷା ଅଧିକାରିଣୀ ଅମୃିତା ମିଶ୍ର ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ରମେଶ ବେହେରା ପ୍ରମୁଖ ଉପସ୍ଥିତ ରହିଥିଲେ । ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିବା ସହିତ , ନ୍ୟାୟବ ସରପଞ୍ଚ , ୱାର୍ଡ ସଭ୍ୟସଭ୍ୟା , ଅଙ୍ଗନୱାଡି କର୍ମୀ, ମହିଳା ସଂଗଠନ ପ୍ରମୁଖ ଉପସ୍ଥିତ ରହି ପିଠା କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିଥିଲେ । ସାକ୍ଷୀଗୋପାଳ ଧୀରେନ୍ଦ୍ର ସେନାପତି

    ସାକ୍ଷୀଗୋପାଳ ----- ସତ୍ୟବାଦୀ ବ୍ଳକ ଅନ୍ତଗତ ଜୟପୁର ଗ୍ରାମ ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ପିଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୧୦୦ଟି ପରିବାରଙ୍କୁ ୪ଟି କରି ଏଲଇଡି ବଲ ପ୍ରଦାନ କରିବା ସହ ମହିଳା ଗୋଷ୍ଠୀ ମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା  । ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ସଭ୍ୟ ପ୍ରହଲ୍ଲାଦ ଘଟୁଆରୀ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କେ ଆଲେକପାତ କରିଥିଲେ  । ଅନ୍ୟ ମାନଙ୍କ ମଧ୍ୟରେ ସରପଞ୍ଚ  ବିଶ୍ୱଜିତି ମହାପାତ୍ର, ସମିତିସଭ୍ୟା ଶେଭାରାଣୀ ସାହୁ, ସାମାଜିକ ସୁରକ୍ଷା ଅଧିକାରିଣୀ ଅମୃିତା ମିଶ୍ର ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ରମେଶ ବେହେରା  ପ୍ରମୁଖ ଉପସ୍ଥିତ ରହିଥିଲେ  । ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିବା ସହିତ , ନ୍ୟାୟବ ସରପଞ୍ଚ , ୱାର୍ଡ ସଭ୍ୟସଭ୍ୟା , ଅଙ୍ଗନୱାଡି କର୍ମୀ, ମହିଳା ସଂଗଠନ ପ୍ରମୁଖ  ଉପସ୍ଥିତ ରହି ପିଠା କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିଥିଲେ  । 
    ସାକ୍ଷୀଗୋପାଳ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts