>>
  • ଜଙ୍ଗଲ ନିକଟରେ ଚାଲିଥିଲା କରତ କଳ,ଲକ୍ଷାଧିକ ମୂଲ୍ୟର ଶାଗୁଆନ୍ କାଠ ଜବତ
  • >>
  • ସତ୍ୟବାଦୀ ବ୍ଳକ ପ୍ରଶାସନ ମୁଣ୍ଡ ନୁଆଁଇଲା , ମଞ୍ଜୁର ହୋଇଥିବା ଯାଗାରେ କାମ ନ ହୋଇ ଅନ୍ୟଟି କାମ ; ବନ୍ଦ ରହିଲା କାମ
  • >>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • ଟିବିଡ୍ୟୁବ ଷ୍ଟେଟ ପେପର ପକ୍ଷରୁ ଡେଲାଙ୍ଗରେ କୌତୁହଳ ଶିବିର

     ଡେଲାଙ୍ଗ ---- ଡେଲାଙ୍ଗ ଷ୍ଟେସନ ବଜାର ସ୍ଥିତ ରାଧାକାନ୍ତ ବିଦ୍ୟାପୀଠ ପରିସରରେ ଟିବିଡ୍ୟୁବ ଷ୍ଟେଟ ପେପର ପକ୍ଷରୁ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଏକ ଅବିନଭ ଭାବରେ କୌତୁହଳ ଶିବିରର ଆୟୋଜନ କରିଛି । ଏହି ଶିବିରରେ ରାଧାକାନ୍ତ ଉଚ୍ଚ ବିଦ୍ୟାଳୟ, ମହାତାବ ଉଚ୍ଚ ବିଦ୍ୟାଳୟ, ସରକାରୀ ବାଳିକା ବିଦ୍ୟାଳୟ, ମହାତାବ ଉଚ୍ଚ ବିଦ୍ୟାଳୟ, ଡେଲାଙ୍ଗହାଟ ସ୍ଥିତ ସାରସ୍ୱତ ବିଦ୍ୟାଳୟ, ଡେଲାଙ୍ଗ- ପଟ୍ଟନାୟିକିଆ ରାସ୍ତାରେ ଥିବା ସରସ୍ୱତି ଶିଶୁ ବିଦ୍ୟାମନ୍ଦିର,  ପିଢ଼ପାଟଣା ଉଚ୍ଚ ପ୍ରାଥମିକ , ପତିତପାବନ ହାଇସ୍କୁଲର ପ୍ରାୟ ୫ଣହ ଛାତ୍ର ଛାତ୍ରୀ ମାନେ ଏହି ଶିବିରରେ ଅଂଶଗ୍ରହଣ କରିଥିଲେ  । ଅନୁଷ୍ଠିତ ସଭାରେ ରାଧାକାନ୍ତ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର ମହାନ୍ତି ସଭାପତିତ୍ୱ କରିଥିଲେ  । ଅନ୍ୟ ମାନଙ୍କ ମଧ୍ୟରେ ମାର୍କେଟିଙ୍ଗି ମ୍ୟାନେଜର ତପନ କୁମାର ମହାପାତ୍ର ଯୋଗଦେଇଥିବା ବେଳେ ଅମରେନ୍ଦ୍ର ତିପାଠୀ, ସେମାନାଥ ବରାଡ, ଦୀପୁ ବେହେରା ଓ ବଚନ ରାଉତ ମାର୍କେଟିଙ୍ଗି ଏକଜ୍ୟଟିଭି ଅଧିକାରୀ ମାନେ ଉପସ୍ଥିତ ରହିଥିଲେ  । ପିଲା ମାନଙ୍କୁ କିପରି ସହଜ ମାଧ୍ୟମରେ ଶିକ୍ଷାରେ ଉନ୍ନତି ଆଣି ପାରିବେ ସେଥିପାଇଁ ଟିବିଡ୍ୟୁବ କମ୍ପାନୀର ଏହା ଏକ ମାଧ୍ୟମ  । ଏହି ପରୀପେକ୍ଷିରେ ସ୍ୱଚ୍ଛଭାରତ ଉପରେ ବକ୍ତୁତା, ଚିତ୍ରାଙ୍କନ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଥିଲା  । ଯୋଗଦେଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ଟୋପି ଓ ଖାତା ଉପକରଣ ବଣ୍ଟନ କରାଯାଇଥିଲା । ଶେଷରେ ସରସ୍ୱତି ଶିଶୁ ବିଦ୍ୟାମନ୍ଦିରର ପିଲା ମାନଙ୍କ ଦ୍ୱାରା ‘ପରୀ’ ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା  ।ବିଦ୍ୟାଳୟର ଶିକ୍ଷକ ଶ୍ରୀଧର ପ୍ରଧାନ ଶିବିରଟିକୁ ପରିଚାଳନା କରିଥିଲେ  । 
    ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts