>>
  • ଜଙ୍ଗଲ ନିକଟରେ ଚାଲିଥିଲା କରତ କଳ,ଲକ୍ଷାଧିକ ମୂଲ୍ୟର ଶାଗୁଆନ୍ କାଠ ଜବତ
  • >>
  • ସତ୍ୟବାଦୀ ବ୍ଳକ ପ୍ରଶାସନ ମୁଣ୍ଡ ନୁଆଁଇଲା , ମଞ୍ଜୁର ହୋଇଥିବା ଯାଗାରେ କାମ ନ ହୋଇ ଅନ୍ୟଟି କାମ ; ବନ୍ଦ ରହିଲା କାମ
  • >>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • ଯୋଗସମିତି ପକ୍ଷରୁ ନେତାଜୀଙ୍କ ଜୟନ୍ତୀ ପାଳିତ

    ସାକ୍ଷୀଗୋପାଳ----- ସାକ୍ଷୀଗୋପାଳ ବସଷ୍ଟାଣ୍ଡ ନିକଟରେ ପତଞ୍ଜଳି ଯୋଗସମିତି ଶଖା ପକ୍ଷରୁ ଅନୁଷ୍ଠାନର ସଭାପତି ତଥା ଜିଲ୍ଲାପରିଷଦ ସଭ୍ୟ ପ୍ରହଲ୍ଲାଦ ଘଟୁଆରୀଙ୍କ ଅଧ୍ୟକ୍ଷତାରେ  ବୁଧବାର ସକାଳେ ଯୋଗ କ୍ଳାସରେ ନେତାଜୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଏକ ଆଲେଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଯୋଗ ସହିତ ସୁବାଷ ବୋଷ ଜଡିତ ଥିଲେ  । ଜଣେ ଏତେ ସାହାସୀ ଳ ଧର୍ଯ୍ୟ ରଖିବା ପାଇଁ ହେଲେ ଯୋଗ ନିହାତି ଆବଶ୍ୟକତା ବୋଲି ଆଲେଚନାରେ ମତ ପ୍ରକାଶ ପାଇଥିଲା  ।ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts