>>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • ଡେଲାଙ୍ଗ ଡିଗ୍ରୀ କଲେଜର ଶେଷ ବର୍ଷର ଛାତ୍ର ଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା

    ଡେଲାଙ୍ଗ--- ଡେଲାଙ୍ଗ ଡିଗ୍ରୀ ମହାବିଦ୍ୟାଳୟଶେଷ ବର୍ଷର ଛାତ୍ର ଛାତ୍ରୀ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଆଜି ମହାବିଦ୍ୟାଳୟ ଶ୍ରେଣୀଗୃହ ପରିସରରେ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ସରୋଜ କୁମାର ପଣ୍ଡା ସଭାରେ ଅଧ୍ୟକ୍ଷତା କରି ସୁସ୍ଥ ଓ ବିକଶିତ ସମାଜ ଗଠନରେ ଆଜିର ଦିନରେ ଯୁବ ପିଢ଼ିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ  । ମୁଖ୍ୟ ଅତିଥି ଭାବେ ଯୁକ୍ତ ଦୁଇ କଲେଜର ପୂର୍ବତନ ଅଧ୍ୟକ୍ଷ ଅଭୟ ଚରଣ ରାଉତରାୟ, ସମ୍ମାନୀତ ଅତିଥିଭାବେ ସାମ୍ବାଦିକ ପ୍ରସନ୍ନ ତ୍ରିପାଠୀ, ଅଧ୍ୟାପକ ତ୍ରିନାଥ ପରିଡା, ଅଧ୍ୟାପିକା ଭବାନୀ ପିୟଦର୍ଶନୀ ମହାନ୍ତି, ଅଧ୍ୟାପିକା କବିତା ମିଶ୍ର, ପ୍ରମୋଦିନୀ ମହାପାତ୍ର  ଓ ଗଣପ୍ରତିନିଧି ମାନେ ଯୋଗଦେଇଥିଲେ  । ସଭାକାର୍ଯ୍ୟ ଆରମ୍ଭରୁ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟର୍ପଣ  ଓ ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା  । ଅନୁଷ୍ଠିତ ସଭାରେ ଅତିଥି ମାନେ ମହାବିଦ୍ୟାଳୟରୁ ଗଲାପରେ ନିଜର କର୍ତ୍ତବ୍ୟ ଓ ନିଷ୍ଠାପର ଭାବେ କାର୍ଯ୍ୟ କରିବା ସହ ସମୟର ସଦୁପଯୋଗ କରିବା ପାଇଁ ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ  । ଅଧ୍ୟାପକ ଯୁଧିଷ୍ଠିର ଘଟୁଆରୀ ଅତିଥି ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ  । ଅଧ୍ୟାପକ ଲକ୍ଷ୍ମୀଧର ପାଇକରାୟ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ  । କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଚାତ୍ର ଛାତ୍ରୀ ମାନେ ସହଯୋଗ କରିଥିଲେ  ।
    ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts