>>
  • ଭାଗବତରେ ସମାଜ ଶିକ୍ଷା : ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ମାଫିଆଙ୍କ ଲୋଲୁପ ଦୃଷ୍ଟିରୁ ବର୍ତ୍ତୀ ପାରୁନାହିଁ ସରକାରି ଜମି ; ସାମାଜିକ ଅନୁଷ୍ଠାନର ଜମି ଜବରଦଖଲ ଅଭିଯୋଗ
  • >>
  • ବାଳିକା ସଚେତନତା ଶିବିର ଅନୁଷ୍ଠିତ
  • >>
  • ଜଟଣୀରେ ଜଳ ଯୋଗାଣ ବିପର୍ଯ୍ୟସ୍ଥ ; ବର୍ଷା ଦିନେ ଆସୁଛି ଗୋଳିଆ ପାଣି
  • >>
  • ୭୯ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
  • >>
  • ସାକ୍ଷୀଗୋପାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ, ୨୫୩ ପ୍ରକଳ୍ପ ରୁ ୫୪ଟି ପ୍ରକଳ୍ପ ସଙ୍କୁଳସ୍ତରକୁ ମନୋନୀତ
  • >>
  • ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ'
  • >>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • >>
  • ଦଲାଲଙ୍କ କବଜାରେ "ତହସିଲ'କାର୍ଯ୍ୟାଳୟ; ତହସିଲ କାର୍ଯ୍ୟାଳୟରର ଲୁଚି ରହୁ ନାହିଁ ଗୋପନୀୟ ତଥ୍ୟ
  • >>
  • ସାକ୍ଷୀଗୋପାଳ - ଅଳଗୁମ ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ସର୍ଭେ କାମ ଶେଷ
  • ଅତାବିରା ବ୍ଳକରେ ବିଧାୟିକା ବାଣ୍ଟିଲେ ଭତ୍ତା ଓ ଟ୍ରାଇ ସାଇକେଲ

    ଅତାବିରା---  ବରଗଡ ଜିଲ୍ଲା ଅନ୍ତର୍ଗତ ଅତାବିରା ବ୍ଳକରେ ବିଧାୟିକା ସ୍ନେହାଙ୍ଗିନି ଛୁରିଆ ବ୍ଳକ ସ୍ତରୀୟ ଭତ୍ତା ବଣ୍ଟନ ମେଳାକୁ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍ଘାଟନ କରିଥିଲେ  । ବ୍ଳକ ବିଡିଓ ପ୍ରଶବ ଚାନ୍ଦ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିବା ସହ ବଣ୍ଟନ ମେଳାରେ ସଭାପତିତ୍ୱ କରିଥିଲେ  । ଅତାବିରା ବ୍ଳକର ୨୪ଟି ପଞ୍ଚାତରୁ ନୂତନ କରି ୧୦୯୯ ଜଣଙ୍କୁ ଭତ୍ତା  ପ୍ରଦାନ କରାଯାଇଥିବା ବେଳେ ୫୧ ଜଣଙ୍କୁ ଜାତୀୟ ପରିବାର ବେନିଫିଟ ସ୍ଳିମରେ  ୨୦ ହଜାରଟଙ୍କାର ଚେକ୍ ପ୍ରଦାନ କରାଯାଇଥିଲା  । ଏହି ଅବସରରେ ୧୦ଜଣ ଦିବ୍ୟାଙ୍ଗକଙ୍କୁ ଟ୍ରାଇ ସାଇକେଲ ବିଧାୟିକା ଶ୍ରୀମତି ଛୁରିଆ ପ୍ରଦାନ କରିଥିଲେ । ଆଗାମୀ ଦିନରେ ରହିଯାଇଥିବା ଗରିବ ଓ ବୃଦ୍ଧା ବୃଦ୍ଧ ମାନଙ୍କୁ ଚିହ୍ନଟ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ପ୍ରତି ପରିବାର ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ କରାଯିବ ବୋଲି ବିଧାୟିକା ଶ୍ରୀମତି ଛୁରିଆ ନିଜ ବକ୍ତବ୍ୟରେ କହିଛନ୍ତି । ବ୍ଳକ ଅଧ୍ୟକ୍ଷା ରୀତା ସାହୁ  ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ  ।  ବିଭିନ୍ନ ଗ୍ରାମ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟସଭ୍ୟା ଓ ବ୍ଳକର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ ଭାବେ ପରିଚାଳନା କରିଥିଲେ  । ଶାନ୍ତି ଶୃଙ୍କଳା ରକ୍ଷା କରିବା ପାଇଁ ଅତାବିରା ଥାନା ଅଧିକାରୀ ସଦଳବଳେ ସେଠାରେ ଉପସ୍ଥିତ ରହିଥିଲେ  ।
    ବରଗଡରୁ ନବୀନ କୁମାର ଦାଶ


    Blog Archive

    Popular Posts