>>
  • ଭାଗବତରେ ସମାଜ ଶିକ୍ଷା : ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ମାଫିଆଙ୍କ ଲୋଲୁପ ଦୃଷ୍ଟିରୁ ବର୍ତ୍ତୀ ପାରୁନାହିଁ ସରକାରି ଜମି ; ସାମାଜିକ ଅନୁଷ୍ଠାନର ଜମି ଜବରଦଖଲ ଅଭିଯୋଗ
  • >>
  • ବାଳିକା ସଚେତନତା ଶିବିର ଅନୁଷ୍ଠିତ
  • >>
  • ଜଟଣୀରେ ଜଳ ଯୋଗାଣ ବିପର୍ଯ୍ୟସ୍ଥ ; ବର୍ଷା ଦିନେ ଆସୁଛି ଗୋଳିଆ ପାଣି
  • >>
  • ୭୯ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
  • >>
  • ସାକ୍ଷୀଗୋପାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ, ୨୫୩ ପ୍ରକଳ୍ପ ରୁ ୫୪ଟି ପ୍ରକଳ୍ପ ସଙ୍କୁଳସ୍ତରକୁ ମନୋନୀତ
  • >>
  • ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ'
  • >>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • >>
  • ଦଲାଲଙ୍କ କବଜାରେ "ତହସିଲ'କାର୍ଯ୍ୟାଳୟ; ତହସିଲ କାର୍ଯ୍ୟାଳୟରର ଲୁଚି ରହୁ ନାହିଁ ଗୋପନୀୟ ତଥ୍ୟ
  • >>
  • ସାକ୍ଷୀଗୋପାଳ - ଅଳଗୁମ ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ସର୍ଭେ କାମ ଶେଷ
  • ଧର୍ଷଣ ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ଗିରଫ

    ଓଡ଼ଗାଁ--- ଓଡଗାଁ ଥାନା ବାହାଡାଝଲା ଫାଣ୍ଡି ହରିପୁର ବାଉଁଶଗଡ ଧର୍ଷଣ ମାମଲାର ଅନ୍ୟତମ ଅଭିଯୁକ୍ତ ଆନନ୍ଦ ନାହାକ(୨୨)ଓଡଗାଁ କିଛି ଦିନ ହେବ ପୋଲିସ ଆଖିରେ ଧୁଳିଦେଇ  ଫେରାର ହୋଇଯାଇଥିଲା  । କୌଣସୁ ସୁତ୍ରରୁ ଖବର ପାଇ ଓଡଗାଁ ପୋଲିସ ଆଜି ସକାଳେ ତାଙ୍କୁ  ଗିରଫ କରିବା ସଫଳ ହୋଇଛି ।  ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିଲା  । ମାତ୍ର ଜାମିନି ଖାରଜ ହେବାରୁ ଅଭିଯୁକ୍ତକୁ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ଠାରୁ ପ୍ରକାଶ  ।
    ଓଡଗାଁରୁ ସୁଦିପ୍ତ କୁମାର ଦଳାଇ

    Blog Archive

    Popular Posts