Breaking News

>>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • ମହାନଦୀରେ ଗାଧୋଇବା ସମୟରେ ପିଲାଙ୍କୁ ବଞ୍ଚାଇବାକୁ ଯାଇ ବାପାର ମୃତ୍ଯୁ

    ନୟାଗଡ---- ମହାନଦୀରେ ଗାଧେଇବା ସମୟରେ ଦୁଇ ଜଣ ପିଲା ବୁଡି ଯାଉଥିଲେ । ସେମାନଙ୍କୁ ବଞ୍ଚାଇବାକୁ ଯାଇ ମହାନଦୀରେ ବୁଡି ବାପର ମୃତ୍ୟୁ ହୋଇଛି ।  ଏଭଳି ଅଭାବନୀୟ  ଘଟଣା ଦେଖିବାକୁ ମିଳିଛି ନୟାଗଡ କଣ୍ଟିଲୋ ମହାନଦୀରେ  । ନୟାଗଡ ଚିନ୍ଦେରା ଗାଁର ସୁରେଶ ରାଉତଙ୍କ ପରିବାର କଣ୍ଟିଲୋ ନିଳମାଧବ ବୁଲିବାକୁ ଯାଇ ଥିଲେ । ଅସ୍ଯହ ଗରମରୁ ରକ୍ଷା ପାଇବା ପାଇଁ ମହାନଦିରେ ଗାଧୋଇଥିଲେ ଏହି ପରିବାର ।  ସେଠାରେ ତାଙ୍କର ୨ଶିଶୁ ବୁଡିଯିବା ଦେଖି ବାପା ଉଦ୍ଧାର କରିବାକୁ ଯାଇ ମହାନଦୀରେ ବୁଡି ଜାଇଥିଲେ । ତେବେ ୨ଶିଶୁ ଉଦ୍ଧାର ହୋଇଥିବା ବେଳେ ବାପାଙ୍କ ମୃତ୍ୟୁ ହୋଇଛି । ପରିବାରଙ୍କ ପାଟିତୁଣ୍ଡ ଶୁଣି ସ୍ତାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ନୟାଗଡ ମୁଖ୍ୟ ଡାକ୍ତର ଖାନାରେ ଭର୍ତ୍ତି କରାଯାଇଥିଲା  ସେଠାରେ ଡାକ୍ତର ତାଙ୍କୁ ମୃତ୍ଯୁ ଘୋଷଣା କରିଥିବା  ବେଳେ ୨ଶିଶୁ ସୁସ୍ଥ ଥିବାର ଜଣାପଡିଛି । ପୋଲିସ ଶବ ଜବତ କରି ବ୍ଯବଛେଦ କରିବା ପରେ ପରିବାରଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି । ଶବ ଗ୍ରାମରେ ପହଞ୍ଚିବା ପରେ ଶୋକର ଛାୟା ଖେଳିଯାଇଛି । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts