>>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • ମୋ କଲେଜ କାର୍ଯ୍ୟକ୍ରମ କରିବା ପାଇଁ ନିଷ୍ପତ୍ତି ନେଉଛନ୍ତି ସରକାର


    ଓଡଗାଁ-- ମୋ ସ୍ଲୁଲ କାର୍ଯ୍ୟକ୍ରମ ଭଳି ଏବେ ମୋ କଲେଜ କାର୍ଯ୍ୟକ୍ରମ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ପ୍ରହଣ କରାଯାଇଥବା ଜଣାପଡିଛି । ବିଧାନସଭାରେ ଉଚ୍ଚଲିକ୍ଷା ସମ୍ପର୍କିତ ମୁଲତବୀ ଆଲେଚନା ସମୟରେ ବିଭାଗୀୟ ମନ୍ତ୍ରୀ ଅରୁଣ ସାହୁ ଏଭଳି ଏପ ପଦକ୍ଷେପ ଘୋଷଣା କରିଛନ୍ତି । ମୁଲତବୀ ପ୍ରସ୍ତାବ ଆଲେଚନାରେ ମନ୍ତ୍ରୀ ଉତ୍ତର ଦେଇ କହିଥିଲେ ମୁଖ୍ୟମନ୍ତ୍ରୀ ଇଛା, କଲେଜରୁ ଉତ୍ତୀର୍ଣ୍ଣ ହୋଇ ଯେଉଁମାନେ ସମାଜରେ ପ୍ରତିଷ୍ଠିତ ହୋଇଛନ୍ତି । ସେମାନେ ନିଜ ନିଜର କଲେଜର ବିକାଶ ଦିଗରେ ହାତ ବଡେଇବା ଦରକାର  । ଯେଉଁପରି ଭାବରେ ମୋ ସ୍ଲୁଳ ସେହିପରି ମୋ କଲେଜ କାର୍ଯ୍ୟକ୍ରମରେ ଉକ୍ତ ଶିକ୍ଷା ଅନୁଷ୍ଠାନକୁ ଆଗକୁ ନେଇ ପାରିବେ । ଉଚ୍ଚ ଶିକ୍ଷା ବିଭାଗ ଏ ସଂକ୍ରାନ୍ତରେ  ବିଚାର ଆଲେଚନା ଆରମ୍ଭ କରିଛି ବୋଲି ମନ୍ତ୍ରୀ ଶ୍ରୀ ସାହୁ ଗୃହକୁ ଜଣାଇଥିଲେ  ।  ଦଳମତ ନିର୍ବିଶେଷରେ ବିଧାୟକ ମାନେ ନିଜ ନିଜ ଅଞ୍ଚଳର କଲେଜ ଯାଇ ସେଠାର ସ୍ଥିତି ଅନୁଧ୍ୟାନ କରି ସରକାରଙ୍କୁ ଅବଗତ କରିବା ଲାଗି ମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ  । ଖାଲି ପଡିଥିବା ଅଧ୍ୟାପକ ପଦବି ପୂରଣ କରାଯିବା ସହ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପାଇଁ ନାମ ପଠାଯାଇଥିବା ମନ୍ତ୍ରୀ ପ୍ରକାଶ କରିଥିଲେ  ।

     ଓଡଗାଁରୁ ସୁନୀପ୍ତ କୁମାର ଦଳେଇ   

    Blog Archive

    Popular Posts