>>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • >>
  • ସତ୍ୟବାଦୀର ସାରଙ୍ଗାଯୋଡ଼ି ରେ କୁକୁଡ଼ା ମଡକ ; ହତାସ ଚାଷୀ କୁଳ
  • >>
  • ଶିଶୁମାନେ ହିଁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ
  • >>
  • ସତ୍ୟବାଦୀ ରେ ପୁଣି ଲଜ୍ୟା, ନାବାଳିକା ଙ୍କୁ ଦୁର୍ଗମ ଅଭିଯୋଗ
  • >>
  • ସତ୍ୟବାଦୀ ରେ ନିଶାକୁ ନା କାର୍ଯ୍ୟକ୍ରମ ଅନୁଷ୍ଠିତ
  • >>
  • ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ସମ୍ବନ୍ଧୀୟ ସଚେତନତା କର୍ମଶାଳା
  • >>
  • ଆଭ୍ୟନ୍ତରୀଣ ଅଭିଯୋଗ କମିଟିତରଫରୁ ଯୌନ ଉପୂୀଡନ ସମ୍ପର୍କିତ ଏକ ସଚେତନତା କର୍ମଶାଳା
  • >>
  • ଆଇନଜୀବୀ ଉପେନ୍ଦ୍ର ବିଶ୍ଵାଳଙ୍କ ପିତୃ ବିୟୋଗ
  • >>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • >>
  • କଣାସ ଅଞ୍ଚଳରୁ ୩ମାସ ହେଲା ଝାଡାବାନ୍ତି ପିଛାଛାାଡୁନି; ଆଜି ୧୦ ଆକ୍ରାନ୍ତ
  • >>
  • ଅଗ୍ନିକାଣ୍ଡଘଟି ୨ବଖରା ଘର ଜଳିଗଲା
  • >>
  • ହରଷପଡା କେଶବ ହତ୍ୟାକାଣ୍ଡର ୨ଆସାମୀ ଗିରିଫ କୋର୍ଟଚାଲଣ
  • >>
  • ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ୍ୟୁ
  • ରାଜନୀତି ବିଜ୍ଞାନ ବିଭାଗ ତରଫରୁ ପାଠ ଚକ୍ର ଆୟୋଜିତ

    ବାଲିଗୁଡା --------ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗ ତରଫରୁ 'ଭାରତୀୟ ବୈଦେଶିକ ନୀତି ର ପରିବର୍ତ୍ତିତ ପ୍ରଗତି' ସମ୍ପର୍କ ରେ ଏକ ପାଠଚକ୍ର ମହାବିଦ୍ୟାଳୟର ଅଧ୍ୟକ୍ଷ ଶରତ ଚନ୍ଦ୍ର ବେହେରା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ୧୨୮ ଜଣ ଛାତ୍ର ଛାତ୍ରୀ ଯୋଗ ଦେଇଥିବା ବେଳେ  ବିଭାଗୀୟ ମୁଖ୍ୟ ଅଧ୍ୟାପକ ଡ଼. ସୁଶାନ୍ତ କୁମାର ଦାସ  ପାଠଚକ୍ରର ମହତ୍ୱ ବିଷୟରେ ଆଲୋକପାତ କରିଥିଲେ l ଏଥିରେ  ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟାପକ କାର୍ତ୍ତିକ ଚନ୍ଦ୍ର ସି, ଲଲାଟେନ୍ଦୁ ଦଳପତି ପ୍ରମୁଖ  ଯୋଗ ଦେଇ ପାଠଚକ୍ର ସମ୍ପର୍କ ରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ବିଭାଗିୟ  ଅଧ୍ୟାପିକା ସଂଯୁକ୍ତା ନାୟକ,  ଅଧ୍ୟାପକ ବିଶ୍ୱନାଥ ପାଣିଗ୍ରାହୀ,ପ୍ରମୁଖ ଆଲୋଚନାରେ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କର ପାଠଚକ୍ର ସମ୍ପର୍କତ ସମସ୍ତ ସନ୍ଦେହ ମୋଚନ କରିଥିଲେ l ଏହି ପାଠଚକ୍ର କୁ +୩ଶେଷ ବର୍ଷ ଛାତ୍ରୀ ସନ୍ତୋଷୀ ପାଢ଼ୀ ପାଠ କରିଥିଲେ l  ଶେଷରେ ସେମିନାର ସମ୍ପାଦକ ଆଶିଷ ପଟ୍ଟନାୟକ  ଧନ୍ୟବାଦ ଅର୍ପଣ  କରିଥିଲେ l  


     କନ୍ଧମାଳ ମନୋଜ କୁମାର ପଣ୍ଡା

    Blog Archive

    Popular Posts