>>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • ସାକ୍ଷୀଗୋପାଳ ମନ୍ଦିରରେ ନନ୍ଦ ଉତ୍ସବ ପାଳିତ


    D Senapati
    Sakhigopal News and Photo
     ସାକ୍ଷୀଗୋପାଳ -----ସାକ୍ଷୀଗୋପାଳ ମନ୍ଦିରରେ ପ୍ରତିଦିନ ଭଳି ଦେବନୀତି କରାଯିବା ପରେ ନବଜାତ ଜନ୍ମିତ ଶ୍ରୀକୃର୍ଷ୍ଣଙ୍କୁ ଆଳତୀ, ଉପଚାର କରାଯିବା ପରେ ସେଊ, ନଡିଆ, କାକୁଡି, ଅଙ୍ଗୁର, କଦଳୀ, ଖଇ, କେରା ବାଳଭୋଗ କରାଯାଇଥିଲା  ।  ଉପସ୍ଥିତ ଶ୍ରଦ୍ଧାଳୁ ମାନଙ୍କୁ ମନ୍ଦିର ଓ ସେବାୟତ ସଂଘ ପକ୍ଷରୁ  କୋରା ବଣ୍ଟନ କରାଯାଇଥିଲା  । ପରେ ପରେ ନବଜାତ ଶ୍ରକୃର୍ଷ୍ଣ ବା ଚଳନ୍ତି ପ୍ରତିମା ମଦନମୋହନଙ୍କୁ ଦୋଳିରେ ଝୁଲାଇବା ସହ ‘’ଆହ ମୋ ନନ୍ଦ, କେଳେ ଗୋବିନ୍ଦ ‘’ଗୀତ ଗାନ କରି ସେବାୟତ ମାନେ ଦୋଳି ବିମାନକୁ ଝୁଲାଇଥିଲେ  ।  । ଏଥିପାଇଁ ମନ୍ଦିରରେ ନବଜାତ ଶ୍ରୀକୃର୍ଷ୍ଣଙ୍କୁ ଦୋଳିରେ ଝୁଲାଇବା ପାଇଁ ଗହଳି ଲାଗିଥିଲା  । ଶ୍ରଦ୍ଧାଳୁ ମାନେ ଠାକୁରଙ୍କୁ ଫୁଲ, ଦୀପ ଦାନ କରି ଦର୍ଶନ କରିଥିଲେ  । ସେହିପରି  ଶ୍ରୀ ସାକ୍ଷୀଗୋପାଳ ସେବାୟତ ସଂଘ ପକ୍ଷରୁ ସିଂହଦ୍ୱାର ସମ୍ମୁଖରେ  ଗୋଟିପୁଅ ନୃତ୍ୟ ପରବେଷଣ କରାଯିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା  ।
    ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି 

    Blog Archive

    Popular Posts