Breaking News

>>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • ବୃଦ୍ଧା ମହିଳା ନିଖୋଜ


    ହାଟଡ଼ିହି --- କେନ୍ଦୁଝର ଜିଲ୍ଲାର ହାଟଡିହି ବ୍ଲକ ଇଞ୍ଚୋଳ ପଞ୍ଚାୟତ ଭୁତପଦା ଗ୍ରାମର ମେନକା ସା(୫୮) ଦୀର୍ଘ ଦେଢ଼ ମାସ ହେଲା ନିଖୋଜ ହୋଇଯାଇଥିବା ନେଇ ସ୍ୱାମୀ ଦୁର୍ଯ୍ୟୋଧନ  ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁଯାଇ ଗତ ଜୁଲାଇ ୧୪ତାରିଖ ଦିନ ସକାଳୁ ସକାଳୁ ମେନକା କେଉଁଆଡେ ଘରୁ ପଳାଇଥିଲେ । ତାଙ୍କର ସାମାନ୍ୟ ମସ୍ତିସ୍କ ବିକୃତ  ଥିଲା । ଦୁର୍ଯ୍ୟୋଧନ ଓ ପରିବାର ଲୋକେ ସେହିଦିନ ଠାରୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରୁଥିଲେ ମଧ୍ୟ ତାଙ୍କର କିଛି ସନ୍ଧାନ ପାଇପାରୁ ନାହାନ୍ତି । ଏନେଇ ଦୁର୍ଯ୍ୟୋଧନ ନନ୍ଦିପଦା ଥାନାରେ ଅଭିଯୋଗ କରିବା ସହ କେହି ସହୃଦୟ ବ୍ୟକ୍ତି ତାଙ୍କ ସନ୍ଧାନ ପାଇଲେ ୮୧୧୭୯୩୮୬୭୯ରେ ଜଣାଇବାକୁ ନିବେଦନ କରିଛନ୍ତି ।

    Blog Archive

    Popular Posts