Breaking News

>>
  • ବିନା ଟିକେଟ ଯାତ୍ରୀଙ୍କୁ ଉଚିତ ଶିକ୍ଷା ଦେବା ପାଇଁ ଖୋର୍ଦ୍ଧା ରୋଡ " ଡିଭିଜନ ପକ୍ଷରୁ ଜୋରଦାର ପ୍ରୟାସ ଜାରି
  • >>
  • ଆମରି ସତ୍ୟ ବିକାଶ ପରିଷଦ ପକ୍ଷରୁ "ଆମ ସଂସ୍କୃତିରେ ସାବିତ୍ରୀ ବ୍ରତ’ ଆଲୋଚନା ଚକ୍ର
  • >>
  • ଭଂଜନଗର ପୋଲିସ ଦ୍ବାରା ଚୋରା-ବନ୍ଧୁକ" ଅପରେସନ ସଫଳ; - ୫ ବନ୍ଧୁକ, ୧୫ ଗୁଳି ଜବତ, ୯ ଗିରଫ
  • >>
  • ପୃଥକ ପୃଥକ ଦୁଘର୍ଟଣାରେ ଜଣେ ମୃତ୍ୟୁ ୫ ଆହତ
  • >>
  • ଓଡ଼ିଶାର ଗୌରବ ; ସତ୍ଯବାଦୀ ର କୁନି ପୁଅ ସାଇ ସୋହମ ଅଗଷ୍ଟ ମାସରେ ଯିବେ ଜାପାନ
  • >>
  • ପ୍ରଧାନ ଶିକ୍ଷକ ପ୍ରଶାନ୍ତ ବିଶ୍ବାଳଙ୍କ ପ୍ରତିଭାକୁ ମନେପକାଇଲେ ଛାତ୍ର ଛାତ୍ରୀ ଓ ଶିକ୍ଷକ, ଶିକ୍ଷୟତ୍ରୀ
  • >>
  • ଦୁଇଟି ମଟର ସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁଇ ମୃତ୍ୟୁ
  • >>
  • ସାପ କାମୁଡ଼ାରେ ଜଣେ ମୃତ, ଜଣେ ଗୁରୁତର
  • >>
  • ଆନନ୍ଦ ସଙ୍ଗୀତାୟନ ର ୯୧ ତମ ଭଞ୍ଜ ସଂଗୀତ ଆସର
  • >>
  • ଖୁଣ୍ଟୁଲିପାଲି ଛକ ଠାରେ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ର ପ୍ରକଳ୍ପ ଉଦଘାଟନ
  • >>
  • ବର୍ଷାରେ ବେହାଲ ଜଟଣୀ, ନର୍ଦ୍ଦମା ଜଳରେ ଉବୁଟୁବୁ "ସୀତାରାମ ଛକ ; ସହରର ଡ୍ରେନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଷୁଡିପଡିଛି
  • >>
  • ପୌର ଉପାଧ୍ୟକ୍ଷାଙ୍କୁ ଅଧ୍ୟକ୍ଷଙ୍କ ଅଣଦେଖା ; ପ୍ରତିବାଦରେ ଉପାଧ୍ୟକ୍ଷାଙ୍କ ଧାରଣା : ଧାରଣାର ୪ ଘଣ୍ଟା ପରେ ଧାରଣରୁ ଓହରିଲେ ଉପାଧକ୍ଷା
  • >>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • >>
  • ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ମେଗା ରକ୍ତଦାନ ଶିବିର - ୧୦୧ ୟୁନିଟ୍ ରକ୍ତ ସଂଗ୍ରହ
  • >>
  • ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଏକ ଦାବିପତ୍ର
  • ଚଉଦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

        ଭୁବନେଶ୍ୱର------    ଆଜି ଏବଂ କାଲି ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ  । ଖୋର୍ଦ୍ଧା, କଟକ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, ବୌଦ୍ଧ, ପୁରୀ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେଣୁ ‌‌‌‌‌‌ସମୁଦ୍ର ଭିତରକୁ ନ ଯିବା ଲାଗି କୁହାଯାଇଛି ।

    ଧୀରେନ୍ଦ୍ର ସେନାପତି

    Blog Archive

    Popular Posts