Breaking News

ଗଣେଶ ପୂଜା ଅବସରରେ ଗଣେଶ ଓ ସରସ୍ଵତୀ ମୂର୍ତ୍ତି ସ୍ଥାପିତ


jatani News
  ଜଟଣୀ --------    ଜଟଣୀ ବ୍ଲକ ତିରିମଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗଣେଶ  ପୂଜା ଅବସରରେ  ଗଣେଶ  ଓ ସରସ୍ୱତୀ ମୂର୍ତ୍ତି ସ୍ଥାପନା ଅନୁଷ୍ଠିତ ହୋଇଯାଇଛି ।  ଏହି ଅବସରରେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ  ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ଦୁଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ପ୍ରହଲ୍ଲାଦ ସାହୁ , ପ୍ରଧାନ ଶିକ୍ଷୟିତ୍ରୀ ଉର୍ମିଳା ସ୍ୱାଇଁ ପ୍ରମୁଖ ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ।
 ଜଟଣୀରୁ ଇଫତେଖାର ଅଲ୍ଲୀ

Blog Archive

Popular Posts