>>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • >>
  • କଣାସରେ କଲବଲ କରୁଛି ହଇଜା ; କମିବାର ନାଁ ଧରୁ ନାହିଁ
  • >>
  • କରମଳାରେ ବନ ମହୋତ୍ସବ ପାଳିତ
  • >>
  • ଦାରୁଦେବତା ପୁସ୍ତକ ଉନ୍ମୋଚିତ;ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାରର ଆବଶ୍ୟକତା ରହିଛି -ଆଇଜି ହିମାଂଶୁ ଲାଲ କହିଲେ
  • >>
  • ସାଇ ଗୁରୁକୁଳ ଆବାସିକ ବିଦ୍ୟାଳୟ ଠାରେ ରୋଟି ମେସିନ୍ ସ୍ଥାପନ
  • >>
  • ୟୁବି ହାଇସ୍କୁଲରେ ଏନ୍ ସିସି ପକ୍ଷରୁ ବନ ମହୋତ୍ସବ ପାଳିତ
  • >>
  • ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇଟି ସ୍ଥାନରେ ଆକ୍ରମଣ, ଦୁଇ ଆହତ, ଦୁଇ ଗିରଫ
  • >>
  • ବାହାଡାପଦର ନୋଡାଲ ହାଇସ୍କୁଲ ଓ ରୋଟାରୀ କ୍ଳବ ତରଫରୁ ବନମହୋତ୍ସବ
  • >>
  • ଓଡ଼ିଆ ବିଶ୍ୱବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ ଅନୁଷ୍ଠିତ
  • >>
  • ସାକ୍ଷୀଗୋପାଳ ରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଙ୍କୁ ସ୍ବାଗତ
  • ଅତାବିରାରେ ଅଗ୍ରସେନ ଜୟନ୍ତୀ ପାଳିତ


    N das
    Atabira news
      ବରଗଡ଼-----      ବରଗଡ଼ ଜିଲ୍ଲା ଅତାବିରାରେ ଅଗ୍ରସେନ ସମିତି ପକ୍ଷରୁ ବଡ଼ ଧୁମଧାମରେ ପାଳିତ ହୋଇଯାଇଛି ଅଗ୍ରସେନ ଜୟନ୍ତୀ। ଏହି ଅବସରରେ ସ୍ଥାନୀୟ ଦୁର୍ଗା ମନ୍ଦିରରୁ ବିଭିନ୍ନ ବାଦ୍ୟ ବଜାଇ ଏକ ବିଶାଳ ଶୋଭାଯାତ୍ରା ବାହାରିଥିଲା। ଅଗ୍ରସେନ ରାଜାଙ୍କୁ ଏକ ସୁସଜ୍ଜିତ ରଥରେ ସାଜଶଯ୍ୟା କରି ସ୍ଥାନୀୟ ଦୁର୍ଗା ମନ୍ଦିରରୁ ମହାରାଷ୍ଟ୍ର ଓ ରାୟପୁର ର ଢୋଲକୀ ବାଦ୍ୟ ବ୍ୟାଣ୍ଡ ବାଜା ସହ ଝଣ୍ଡା ଉଚ୍ଚାରେ ପରିକ୍ରମା କରି ଅଗ୍ରସେନ ଭବନ ଠାରେ ପହଞ୍ଚି ଥିଲା। ଏହା ପୂର୍ବରୁ  ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ, ଦ୍ଵିତୀୟ,ତୃତୀୟ ସ୍ଥାନ ଅଧିକାର କରିଥିବା ଶିଶୁ,ମହିଳା,ବୃଦ୍ଧା ବ୍ୟକ୍ତି ବିଶେଷଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଜାଗୃତି ଶାଖା, ମହିଳାମଞ୍ଚ ଯୁବମଞ୍ଚ, ମାରୱାଡି ସଂବେଳନ ଓ ଅଗ୍ରସେନ ଭବନ ସମିତିର ସମସ୍ତ ସଭାପତି,ସଂପାଦକ ତଥା ସମସ୍ତ କର୍ମକର୍ତ୍ତା ସକ୍ରିୟ ସହଯୋଗ କରିଥିବାବେଳେ ସନ୍ଧ୍ୟାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଏହାକୁ ଦେଖିବା ପାଇଁ ବହୁ ଜଣସାଧିରଣ ଯୋଗଦେଇଥିଲେ ।
     ବରଗଡ଼ ଜିଲ୍ଲାରୁ ନବୀନ ଦାଶଙ୍କ ରିପୋର୍ଟ

    Blog Archive

    Popular Posts