ଉତ୍କଳ ବିଶ୍ୱବିଦ୍ୟାଳୟ ସ୍ତରୀୟ କବାଡି ପ୍ରତିଯୋଗିତା
ସାକ୍ଷୀଗୋପାଳ ---- ଉତ୍କଳ ବିଶ୍ୱବିଦ୍ୟାଳୟଙ୍କ ପକ୍ଷରୁ ସତ୍ୟବାଦୀ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ ପରିସରରେ ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ନିହାର ରଞ୍ଜନ ଦାଶଙ୍କ ନେତୃତ୍ୱରେ ଅନୁଷ୍ଠିତ ହେବ । ଏହି କବାଡି ପ୍ରତିଯୋଗିତାରେ ପ୍ରାୟ ୨୯ଟି କଲେଜର ଛାତ୍ର ଅଂଶଗ୍ରହଣ କରିବେ ବୋଲି ମହାବିଦ୍ୟାଳୟର କ୍ରୀଡା ଶିକ୍ଷକ ରମା ବଲ୍ଲଭ ମହାନ୍ତିଙ୍କ ଠାରୁ ପ୍ରକାଶ ।
ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି
ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି