>>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • ଉତ୍କଳ ବିଶ୍ବବିଦ୍ୟାଳୟର ସିଣ୍ଡିକେଟ୍‌ ହଲ୍‌ରେ ଅଗ୍ନିକାଣ୍ଡ


    ଭୁବନେଶ୍ୱର-_----- କାଲି ସିଣ୍ଡିକେଟ୍‌ ହଲ୍‌ରେ ବୈଠକ ହେବାର ଥିଲା, ଅଗ୍ନିକାଣ୍ଡରେ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜଳି ଯାଇଥିବା ସୂଚନା । କେଉଁ କାଗଜପତ୍ର ଜଳିଛି ଏନେଇ ତଥ୍ୟ ନଥିବା କହିଲେ କୁଳପତି । ହଲ୍‌ ଭିତରେ ଓ ବାହାରେ ଅଗ୍ନି ନିର୍ବାପକ ଯନ୍ତ୍ର ନାହିଁ । ଅଗ୍ନି ନିର୍ବାପକ ଯନ୍ତ୍ର ନଥିବା ସ୍ବୀକାର କଲେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ । କାଲି ଉଚ୍ଚଶିକ୍ଷା ମନ୍ତ୍ରୀ କାଗଜପତ୍ରର ହିସାବ ମାଗିଥିବା ଜଣାପଡିଛି ।

     ଧୀରେନ୍ଦ୍ର ସେନାପତି

    Blog Archive

    Popular Posts