Breaking News

>>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • ବିଜେପୁର ଉପନିର୍ବାଚନ ଫଳାପଳ ; ୧୭ରାଉଣ୍ଡ ସୁଦ୍ଧା-- ବିଜେଡି ୮୪, ୦୫୨ଖଣ୍ଡ ଆଗରେ

     ବରଗଡ---- ବରଗଡ ଜିଲ୍ଲାର ବିଜେପୁର ଉପନିର୍ବାଚନ ଫଳା ଫଳ ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି । ୧୪ଟି ଟେବୁଲ ମାଧ୍ୟମରେ ଗଣତି ଅନୁଷ୍ଠିତ ହୋଇଛି । ପ୍ରଥମ ରାଉଣ୍ଡରୁ ବିଜେଡି ପ୍ରାର୍ଥୀ ଆଗରେ ରହିଛନ୍ତି ।  ତାଙ୍କ ପଛରେ ବିଜେପି ପ୍ରାର୍ଥୀ । ଅମାନତ ହରାଇବାକୁ ଯାଉଛି କଂଗ୍ରେସ ପ୍ରାର୍ଥୀ ବୋଲି ବିଶେଷ ସୁତ୍ରରୁ ଜଣାପଡିଛି । ବିଜେଡି ପ୍ରାର୍ଥୀ ରୀତା ସାହୁ ୧୭ରାଉଣ୍ଡ ସୁଦ୍ଧା ୧ ଲକ୍ଷ ୧୪ ହଜାର ୮୧୪ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି ବିଜେପି ପ୍ରାର୍ଥୀ ସନତ ଗଡତିଆ ୩୦ ହଜାର ୭୬୨ଖଣ୍ଡ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଦିଲୀପ ପଣ୍ଡା ମାତ୍ର ୪ହଜାର ୭୬୨ଖଣ୍ଡ ଭୋଟ ପାଇଥିବା ଜଣାପଡିଛି  ।
     ବରଗଡ ଜିଲ୍ଲାରୁ ନିବୀନ ଦାଶଙ୍କ ରିପୋର୍ଟ

    Blog Archive

    Popular Posts