ଆୟ ବହିର୍ଭୂତ ସମ୍ପତ୍ତି ଠୁଳ; ଶିକ୍ଷୟିତ୍ରୀଙ୍କ ଘରେ ଚଢ଼ାଉ
ଭୁବନେଶ୍ୱର ---ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୟୁନିଟ୍-୬ ସ୍ଥିତ ସିଟି ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି । ଏକକାଳୀନ ୩ଟି ସ୍ଥାନରେ ଚାଲିଛି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି । ୯ଟି ପ୍ଲଟ, ୨ଟି ଘର, ବ୍ୟାଙ୍କ ବାଲାନ୍ସ ସହ କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ ହୋଇଥିବା ଜଣାପଡିଛି । ଧୀରେନ୍ଦ୍ର ସେନାପତି