>>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • >>
  • ଦଲାଲଙ୍କ କବଜାରେ "ତହସିଲ'କାର୍ଯ୍ୟାଳୟ; ତହସିଲ କାର୍ଯ୍ୟାଳୟରର ଲୁଚି ରହୁ ନାହିଁ ଗୋପନୀୟ ତଥ୍ୟ
  • >>
  • ସାକ୍ଷୀଗୋପାଳ - ଅଳଗୁମ ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ସର୍ଭେ କାମ ଶେଷ
  • >>
  • ବଜ୍ରାଘାତରେ ଗାଈ ଜଗୁଆଳଙ୍କ ମୃତ୍ୟୁ
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ଚିତାଲାଗି ପର୍ବ ପାଳନ ଓ ଘରେ ଘରେ ଚିତଉପିଠା ବାସ୍ନାରେ ମହକିଲା
  • >>
  • ଡେଲାଙ୍ଗରେ ବ୍ରଜପାତରେ ଯୁବକର ମୃତ୍ୟୁ
  • >>
  • ଜବାହର ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ
  • >>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • >>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • ବର୍ଜ୍ୟବସ୍ତୁ ପରିବହନ ଗାଡ଼ିକୁ ବିଧାୟକ ପ୍ରଦୀପ ମହାରଥୀ ପତାକା ଦେଖାଇ ଶୁଭାରମ୍ଭ କଲେ

    ପିପିଲି     -----ସ୍ୱଚ୍ଛ ଭାରତ ମିଶନର କଠିନ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ସରକାରଙ୍କ ପକ୍ଷରୁ ପୁରୀ ଜିଲାରେ ପ୍ରଥମ କରି ପିପିଲି ଏନ୍‍ଏସିକୁ ୪ଟି ବର୍ଜ୍ୟବସ୍ତୁ ପରିବହନ ଗାଡି(ଏଲ୍‍ସିଭି) ଯୋଗାଇ ଦିଆଯାଇଛି। ବିଧାୟକ ପ୍ରଦୀପ ମହାରଥୀ ସୋମବାର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ବିଧାୟକ ଶ୍ରୀମହାରଥୀ ପୌରବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ, ବିଭାଗୀୟ ମନ୍ତ୍ରୀ ଓ ପୁରୀ ଜିଲାପାଳଙ୍କୁ କୃତଜ୍ଞତା ଜଣାଇଛନ୍ତି । ପିପିଲି ଏନ୍‍ଏସିକୁ ସ୍ୱଚ୍ଛ ଓ ନିର୍ମଳ ରଖିବା ଉପରେ ସେ ଗୁରୁତ୍ୱାରୋପ କରିବା ସହ ପିପିଲି ହାଟ, ଅକ୍ଟ୍ରାଇ ଓ ବସ୍‍ ପାର୍କିଂ ଟିକସକୁ ସଠିକ୍‍ ଭାବେ ଆଦାୟ କରି ଏନ୍‍ଏସିର ଆର୍ଥିକ ଅଭିବୃଦ୍ଧି ଉପରେ ଗୁରୁତ୍ୱାରୋପ ଦିିିିଆ ଯିବ  ବୋଲି   କହିଥିଲେ ।   ବର୍ଜ୍ୟବସ୍ତୁ ସଂଗ୍ରହ ଅଭିଯାନ ସଂପର୍କରେ ଏନ୍‍ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ନୀଳକଣ୍ଠ ବେହେରା ସୂଚନା ଦେବା ସହ ପୌରାଞ୍ଚଳରେ ହେବାକୁ ଥିବା ବିଭିନ୍ନ ଉନ୍ନୟନମୂଳକ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ।   ପିପିଲି ବ୍ଲକ ଉପାଧ୍ୟକ୍ଷ ଯୁଧିଷ୍ଠୀର ସ୍ୱାଇଁ, ବ୍ଲକ ଆତ୍ମା କମିଟିର ଅଧ୍ୟକ୍ଷ ଧରଣୀଧର ସାହୁ, ପୂର୍ବତନ ପୌରାଧ୍ୟକ୍ଷ ସେକ୍‍ ବାବୁ, ବରିଷ୍ଠ ନେତା ଶରତ ବେହେରା, ଅଜୟ ମହାରଣା , ଆଇନଜୀବୀ ଶ୍ରୀଧର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

    B Mohapatra
    Pipili
     ପିପିଲି ରୁ ବିଜୟ ମହାପାତ୍ର

    Blog Archive

    Popular Posts