>>
  • କ୍ରାନ୍ତିପଡା ରେ ନଳକୂଅ ଦୀର୍ଘ ଦିନ ହେଲା ଅଚଳ
  • >>
  • ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି
  • >>
  • ଭାଗବତରେ ସମାଜ ଶିକ୍ଷା : ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ମାଫିଆଙ୍କ ଲୋଲୁପ ଦୃଷ୍ଟିରୁ ବର୍ତ୍ତୀ ପାରୁନାହିଁ ସରକାରି ଜମି ; ସାମାଜିକ ଅନୁଷ୍ଠାନର ଜମି ଜବରଦଖଲ ଅଭିଯୋଗ
  • >>
  • ବାଳିକା ସଚେତନତା ଶିବିର ଅନୁଷ୍ଠିତ
  • >>
  • ଜଟଣୀରେ ଜଳ ଯୋଗାଣ ବିପର୍ଯ୍ୟସ୍ଥ ; ବର୍ଷା ଦିନେ ଆସୁଛି ଗୋଳିଆ ପାଣି
  • >>
  • ୭୯ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
  • >>
  • ସାକ୍ଷୀଗୋପାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ, ୨୫୩ ପ୍ରକଳ୍ପ ରୁ ୫୪ଟି ପ୍ରକଳ୍ପ ସଙ୍କୁଳସ୍ତରକୁ ମନୋନୀତ
  • >>
  • ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ'
  • >>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • ମଣ୍ଡଳ ସ୍ତରୀୟ ବିଜ୍ଞାନମେଳା ମେଳା ଅନୁଷ୍ଠିତ


    ସାକ୍ଷୀଗୋପାଳ---- ସତ୍ୟବାଦୀ ମଣ୍ଡଳ ସ୍ତରୀୟ ବିଜ୍ଞାନମେଳା ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟ ପରିସରରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ମଣ୍ଡଳ ଉନ୍ନୟନ ଅଧିକାରୀ ସରୋଜ କୁମାର ଦତ୍ତ ଜଗନ୍ନାଥଙ୍କ ପାଖରେ ଫୁଲ,ଦୀପ ଓ ଧୂପ ଦେଇ ବିଜ୍ଞାନ ମେଳା କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।
     D Senapati
    Sakhigopal 
    ଅନ୍ୟତମ ଅତିଥି ଭାବେ ମଣ୍ଡଳ ଶିକ୍ଷା ଅଧିକାରୀ ଦୁବ ଚରଣ ଜେନା, ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଭବମ ପ୍ରଧାନ,ସହ ଶିକ୍ଷାଧିକାରୀ ତ୍ରିଲୋଚନ ପ୍ରଧାନ , ମଣ୍ଡଳ ସାଧନକେନ୍ଦ୍ର ସଂଯୋଜକ ତଥା ଶିକ୍ଷା ଅଧିକାରୀ ଆର୍ତ୍ତତ୍ରାଣ ମିଶ୍ର ଓ ବିଦ୍ୟାଳୟ ର ଶିକ୍ଷକ ସତ୍ୟବାଦୀ ଦାଶ, ବିଜୟ କୁମାର ପରିଡ଼ା ଙ୍କ ସହ ଶିକ୍ଷକ ନେତା ମାନେ ଉପସ୍ଥିତ ଥିଲେ । ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷା ଅନୁଷ୍ଠାନ ମାନଙ୍କରୁ ୧୫୦ ବିଜ୍ଞାନ,ଗଣିତ ଓ ପରିବେଶ ପ୍ରକଳ୍ପ ପ୍ରଦର୍ଶିତ ହୋଇଛି । ଅତିଥି ମାନେ ବୁଲିକି ପ୍ରକଳ୍ପ ଗୁଡ଼ିକ ଦେଖିଥିଲେ । ସାକ୍ଷୀଗୋପାଳ ରୁ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts