>>
  • ଜଙ୍ଗଲ ନିକଟରେ ଚାଲିଥିଲା କରତ କଳ,ଲକ୍ଷାଧିକ ମୂଲ୍ୟର ଶାଗୁଆନ୍ କାଠ ଜବତ
  • >>
  • ସତ୍ୟବାଦୀ ବ୍ଳକ ପ୍ରଶାସନ ମୁଣ୍ଡ ନୁଆଁଇଲା , ମଞ୍ଜୁର ହୋଇଥିବା ଯାଗାରେ କାମ ନ ହୋଇ ଅନ୍ୟଟି କାମ ; ବନ୍ଦ ରହିଲା କାମ
  • >>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • ଧାନକେରା ଗ୍ରାମ ପଞ୍ଚାୟତରେ ବଳେଇ ଠାରେ କଲ୍ୟାଣ ମଣ୍ଡପ ର ଭିତ୍ତିପ୍ରସ୍ତର ସ୍ଥାପନ


     D senapati
    Delang
    ଡେଲାଙ୍ଗ ---- ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ଧାନକେରା ଗ୍ରାମ ପଞ୍ଚାୟତର ବେରବୋଇ --- ଧାନକେରା ଆରଡି ରାସ୍ତାର ବଳେଇ ଠାରେ ୩୫ ଲକ୍ଷ ଟଙ୍କା ରେ ଏକ  କଲ୍ୟାଣ ମଣ୍ଡପ ପାଇଁ ବିଧାୟକ ପ୍ରଦୀପ ମହାରଥୀଙ୍କ କରକମଳରେ ଶୁଭ ଦେଇଥିଲେ ।   ଏହି କାର୍ଯ୍ୟକ୍ରମରେ ବ୍ଳକ ଅଧ୍ୟକ୍ଷ ପ୍ରସନ୍ନ ସାହୁ, ସମବାୟ ବିତ୍ତି ବୈରାଗୀ ଜେନା, ଉପାଧ୍ୟକ୍ଷାଙ୍କ ପ୍ରତିନିଧି କବିନ୍ଦ୍ର ବଳବନ୍ତରାୟ, ବିଡ଼ିଓ କ୍ଷୀରୋଦ ପ୍ରଧାନ, ପିପିଲି ବ୍ଳକର ଆତ୍ମର ସଭାପତି ଧରଣୀଧର ସାହୁ, ଜିଲ୍ଲା ପରିଷଦ ସଭ୍ୟ ଦେବାଶିଷ ନନ୍ଦ, ଆଇନଜୀବୀ ଶ୍ରୀଧର ପ୍ରଧାନ, ବ୍ଳକ ର କନିଷ୍ଠ ଦେଇ  ଜଗନ୍ନାଥ ରାଉତ, ସ୍ଥାନୀୟ ସରପଞ୍ଚ ପ୍ରସନ୍ନ ଜେନା, ଅଭୟମୁଖୀ ସରପଞ୍ଚ ପ୍ରସନ୍ନ ପରିଡା ପ୍ରମୁଖ ଏହି ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

    ଡେଲାଙ୍ଗ ରୁ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts