>>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • >>
  • କଣାସରେ କଲବଲ କରୁଛି ହଇଜା ; କମିବାର ନାଁ ଧରୁ ନାହିଁ
  • >>
  • କରମଳାରେ ବନ ମହୋତ୍ସବ ପାଳିତ
  • >>
  • ଦାରୁଦେବତା ପୁସ୍ତକ ଉନ୍ମୋଚିତ;ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାରର ଆବଶ୍ୟକତା ରହିଛି -ଆଇଜି ହିମାଂଶୁ ଲାଲ କହିଲେ
  • ପ୍ରଧାନମନ୍ତ୍ରୀ ଆବାସ ଯୋଜନା କରେଇ ଦେବା ନାମରେ ଅର୍ଥ ନେଇଥିବା ଅଭିଯୋଗରେ ଜଣେ ଅଟକ

    ବେଗୁନିଆ---- ବେଗୁନିଆ ବ୍ଲକ ଅନ୍ତର୍ଗତ ଗଡମାଣିତୀର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ  ଆବାସ ଯୋଜନାରେ ଘର କରାଇଦେବା  ପାଇଁ  ଲୋକଙ୍କ ଠାରୁ ଶିଶିର ମଙ୍ଗରାଜଙ୍କ ସହ ଆଉ ଦୁଇ ସହଯୋଗୀ  ଲାଞ୍ଚନେଇଥିଲେ । ଏ ନେଇ ଜିଲ୍ଲାପାଳ ଓ  ଖୋର୍ଦ୍ଧା ପ୍ରକଳ୍ପ ସଂଯୋଜକଙ୍କ ନିକଟରେ ସଂପୃକ୍ତ ବ୍ୟକ୍ତିଙ୍କ ନାମରେ ସ୍ଥାନୀୟ ଜନସାଧାରଣ ଅଭିଯୋଗ କରିବା ପରେ  ପ୍ରଶାସନ ପକ୍ଷରୁ ତଦନ୍ତ କରାଯାଇଛି  । ଅନ୍ୟ ପକ୍ଷେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ  ବେଗୁନିଆ ଥାନାରେ ଏକ ଅଭିଯୋଗ କରାଯାଇଛି । ପୋଲିସ ଏଏସଆଇ ସନାତନ ମଲ୍ଲିକ ଏକ କେସ ଦାଏର କରି ଘଟଣାର ତଦନ୍ତ  କରିବା ସହ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖିଛନ୍ତି । ଅନ୍ୟ ଦୁଇ ଜଣ ଘଟଣା ସମ୍ପର୍କରେ ଜାଣିପାରି ଫେରାର ହୋଇଯାଇଥିବା ଜଣାପଡିଛି । ଏ ସମ୍ପର୍କରେ ବିଡିଓ ରବିନାରାୟଣ ମାଝୀଙ୍କୁ  ପଚାରିବା ପାଇଁ ଯୋଗା ଯୋଗ କରିଥିଲେ ମଧ୍ୟ  ଫୋନକୁ ରିସିଭ କରି ନଥିଲେ ।
     ବେଗୁନିଆରୁ ଯୋଗେଶ୍ୱର ପଣ୍ଡା

    Blog Archive

    Popular Posts