>>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • ବିପର୍ଯ୍ୟୟ ପରିଚାଳନା ଯୋଜନା ସର୍ମ୍ପକେ ପ୍ରସ୍ତୁତି

    ଡେଲାଙ୍ଗ   --- ଡେଲାଙ୍ଗ ବ୍ଲକ ଧାନକେରା ଗ୍ରାମ ପଞ୍ଚାୟତର ପ୍ରଚଣ୍ଡପୁର ଗ୍ରାମରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଯୋଜନା ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ  ପଞ୍ଚାୟତର ସରପଞ୍ଚ ପ୍ରଶନ୍ନ କୁମାର ଜେନା ସଭାପତିତ୍ୱ କରିଥିଲେ । ଆୟୋଜକ ଗୋପବନ୍ଧୁ ସେବା ପରିଷଦ ସମ୍ପାଦକ ମନୋଜ ଜେନା ଓ ସଂଯୋଜକ ପ୍ରଣବ ମହାପାତ୍ର ଯୋଗ ଦେଇ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ନିଜକୁ କିପରି ପ୍ରସ୍ତୁତି ରଖି ପାରିବେ ସହିତ ଅନ୍ୟ ମାନଙ୍କର ଦାୟିତ୍ୱ ନେବା ର ଶୈଳି ଉପରେ ସଚେତନ କରାଯାଇଥିଲା । ପ୍ରଚଣ୍ଡପୁର ଔର୍ଡ ସଭ୍ୟ ସଦାନନ୍ଦ ନାୟକ ଅଙ୍ଗନବାଡି କର୍ମି ବନିତା ବେହେରା ଓ ଗ୍ରାମବାସୀ ମାନେ ଯୋଗ ଦେଇଥିଲେ  । ଏହି ଅବସରରେ  ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ଏକ ଗ୍ରମ୍ୟ କମିଟି ଗଠନ କରାଯାଇଥିଲା ।
     ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି 

    Blog Archive

    Popular Posts