>>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • ମା ଜାଗୁଳାଇ କ୍ରିକେଟ ଟୁର୍ଣ୍ଣାମେଣ୍ଟ ; ୭ଉଇକେଟରେ ବାଗଲପୁର ବିଜୟୀ

     ସାକ୍ଷୀଗୋପାଳ -----  ସତ୍ୟବାଦୀ ବ୍ଳକ ଅନ୍ତର୍ଗତ  ବଳରାମପୁରଗଡ ଗ୍ରାମ ପଞ୍ଚାୟତର  ମା ଜାଗୁଳାଇ କ୍ରିକେଟ କ୍ଳବ ମାଳସାହି ପକ୍ଷରୁ ଜାଗୁଳାଇ କ୍ରିକେଟ କପ ଟୁର୍ଣ୍ଣାମେଣ୍ଟର ଏମସିସି ଖେଳ ପଡିଆରେ ଅନୁଷ୍ଠିତ ହେଉଛି । ଆଜି ୨ୟ ଦିବସରେ ବଳରାମପୁର  ସହିତ ବାଗଲପୁର  କ୍ରିକେଟ କ୍ଳବ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା । ବଳରାମପୁର କ୍ରିକେଟ କ୍ଳବ ପ୍ରଥମେ ବ୍ୟାଟିଂ କରି ୧୫ ଓଭରରେ  ସମସ୍ତ ଉଇକେଟ ହରାଇ ୧୬୧ ରନ କରିଥିଲେ । ଜବାବରେ ବାଗଲପୁର  ଦଳ ୧୨ ଓଭର ୪ଟି ବଲରେ ୩ ଉଇକେଟ ବିନିମୟରେ ୧୬୩ ରନ କରି ବିଜୟୀ ହୋଇଛି । ବିଜୟ କୁମାର ବେହେରା ଓ କାଳନ୍ଦୀ ନାୟକ ଖେଳ ପରିଚାଳନା କରିଥିଲେ । ତେରହଳ ଓ ନାଲିଅଣା କ୍ରିକେଟ କ୍ଳବ ମଧ୍ୟରେ ଆସନ୍ତା କାଲି ଖେଳ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନର ସମ୍ପାଦକଙ୍କ ଠାରୁ ସୂଚନା ମିଳିଛି । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts