>>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • ଅଷ୍ଟପ୍ରହର ନାମ ସଂକୀର୍ତ୍ତନ ଅନୁଷ୍ଠିତ


    ସାକ୍ଷୀଗୋପାଳ   ----  ସତ୍ୟବାଦୀ ବ୍ଳକର ବଳପୁର ଗ୍ରାମ ପଞ୍ଚାୟତର ପଣ୍ଡାସାହିର ଭଗବତ ବାସୁଦେବଙ୍କ ନିକଟରେ ଅଷ୍ଟପ୍ରହର ଓ ନାମସଂକୀର୍ତ୍ତନ ଅନୁଷ୍ଠିତ ହୋଉଛି । ଗ୍ରାମ ବାସୀ ମାନେ  ମିଳିତ ହୋଇ ଗ୍ରାମର ଉନ୍ନତି ପାଇଁ ପ୍ରତିବର୍ଷ ମାଘମାସ ଶୁକ୍ଳ ପଞ୍ଚମୀ ତିଥିରେ ଆରମ୍ଭ ହୋଇ ଷଷ୍ଠୀ ତିଥିରେ ଶେଷ ହୋଇଥାଏ । ଏଥିଯୋଗୁ ଗ୍ରାମରେ ଆମିଷ ନିଷେଧ କରାଯିବା ସହ ସମସ୍ତଙ୍କ ଘର ଆଗରେ ପ୍ରଦୀପ ପ୍ରଜ୍ଜଳନ କରାଯାଇଛି । ମହିଳା ମାନେ ବନ୍ଦାପନା କରିବାର ଦେଖାଯାଇଥିଲା । ବଳପୁର, ଆନ୍ଦନପୁର, କୁସୁମେଶ୍ୱର, ବରାଦାମାଳ, ଡିହସାହି, ଖଡିକୁଦା, ବାଲିପୋଖରୀ, ବନମାଳିପୁର, ବେହେରାସାହିର ସଂକୀର୍ତ୍ତନ ଦଳ ଏଠାରେ ଯୋଗଦେଇ ପ୍ରଭୁଙ୍କ ନାମ କୀର୍ତ୍ତନ କରିଥିଲେ । ଆସନ୍ତାକାଲି ଅପରାହ୍ନରେ ଜମୁନା ଗାଧୁଆ କାର୍ଯ୍ୟକ୍ରମ କରାଯିବା ପରେ ସମୂହ ପ୍ରାସଦ ସେବନ କରାଯିବ । ସାକ୍ଷୀଗେ।।ପଳରୁ ଧୀରେନ୍ଦ୍ର ସେନାପତି 

    Blog Archive

    Popular Posts