ଅଜଣା ଗାଡି ଧକ୍କାରେ ବୃଦ୍ଧଙ୍କର ମୃତ୍ୟୁ
![]() |
Sakhigopal |
ସାକ୍ଷୀଗୋପାଳ--- ପୁରୀ- ଭୁବନେଶ୍ୱର ୩୧୬ ନଂ ଜାତୀୟ ରାଜପଥର ଚନ୍ଦନପୁର ନିକଟ ସମଜାଜପୁର ଓଭର ବ୍ରିଜ ଉପରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଯାଇଛି । ଖବର ପାଇ ଚନ୍ଦନପୁର ପୋଲିସ ଶବ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି । ମୃତ୍ୟ ବ୍ୟକ୍ତି ଜଣଙ୍କ ହେଲେ ଚନ୍ଦନପୁର ଥାନା ଅନ୍ତର୍ଗତ ପଚାଶପୋଲି ନିକଟ ଦଳିତ ବସ୍ତିର ସୁଦର୍ଶନ ଭୋଇ ବୋଲି ଜଣାପଡିଛି ।
ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି