Breaking News

>>
  • ସାପ କାମୁଡ଼ାରେ ଜଣେ ମୃତ, ଜଣେ ଗୁରୁତର
  • >>
  • ଆନନ୍ଦ ସଙ୍ଗୀତାୟନ ର ୯୧ ତମ ଭଞ୍ଜ ସଂଗୀତ ଆସର
  • >>
  • ଖୁଣ୍ଟୁଲିପାଲି ଛକ ଠାରେ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ର ପ୍ରକଳ୍ପ ଉଦଘାଟନ
  • >>
  • ବର୍ଷାରେ ବେହାଲ ଜଟଣୀ, ନର୍ଦ୍ଦମା ଜଳରେ ଉବୁଟୁବୁ "ସୀତାରାମ ଛକ ; ସହରର ଡ୍ରେନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଷୁଡିପଡିଛି
  • >>
  • ପୌର ଉପାଧ୍ୟକ୍ଷାଙ୍କୁ ଅଧ୍ୟକ୍ଷଙ୍କ ଅଣଦେଖା ; ପ୍ରତିବାଦରେ ଉପାଧ୍ୟକ୍ଷାଙ୍କ ଧାରଣା : ଧାରଣାର ୪ ଘଣ୍ଟା ପରେ ଧାରଣରୁ ଓହରିଲେ ଉପାଧକ୍ଷା
  • >>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • >>
  • ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ମେଗା ରକ୍ତଦାନ ଶିବିର - ୧୦୧ ୟୁନିଟ୍ ରକ୍ତ ସଂଗ୍ରହ
  • >>
  • ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଏକ ଦାବିପତ୍ର
  • >>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • ହରିରାଜପୁରରେ ନୂତନ ଫାଣ୍ଡି ଅଧିକାରୀ ଯୋଗଦେଲେ


     ଡେଲାଙ୍ଗ ---- ଡେଲାଙ୍ଗ ଥାନା ଅନ୍ତର୍ଗତ ହରିରାଜପୁର ଫାଣ୍ଡିରେ ନୂତନ ଫାଣ୍ଡି ଅଧିକାରୀ ଯୋଗ ଦେଇଛନ୍ତି । ଆଜି ପିପିିଲି ଏସଡିପିଓ ଦେବଦତ୍ତ ବରାଳ, ଡେଲାଙ୍ଗ ଥାନା ଅଧିକାରୀ ରଶ୍ମି ରଞ୍ଜନ ପଟ୍ଟନାୟକ ଓ ଡେଲାଙ୍ଗର ସାମ୍ବାଦିକ ମାନଙ୍କ ଉପସ୍ଥିତିରେ କୃଷ୍ଣପ୍ରସାଦ ଥାନାରୁ ଆସିଥିବା ଯୁଗଳ କିଶୋର ଜେନା ହରିରାଜପୁର ଫାଣ୍ଡିରେ ଦାୟତ୍ୱ ନେଇଛନ୍ତି । ସେଠାରେ ଥିବା ପ୍ରକାଶ ମଲିକଙ୍କୁ ତାଳବଣିଆ ଥାନାକୁ ବଦଳି କରାଯାଇଥିବା ଜଣାପଡିଛି । ଏକ ସଙ୍ଗେ ଦୁଇ ଅଧିକାରୀଙ୍କୁ ବିଦାୟ ଓ ସ୍ୱାଗତ କରାଯାଇଥିଲା । ବିଦାୟ ନେଇଥିବା ଅଧିକାରୀ ଶ୍ରୀ ମଲିକଙ୍କୁ ଉପଢ଼ୌକନ ଓ ଫୁଷ୍ପଗୁଛ ଦେଇ ବିଦାୟ ଦିଆଯାଇଥିଲା ।ଶ୍ରୀ ମଲିକ ଏଠାରେ ରହିଥିବା ବେଳେ ବହୁ ବଡ ବଡ ଅଭିଯୁକ୍ତ ମାନଙ୍କୁ ଧରିବାରେ ସଫଳ ହୋଇଥିଲେ ।
     ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts