Breaking News

ଅଚାନକ ପରିକ୍ଷାକେନ୍ଦ୍ର ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ


ପିପିଲି- ରାଜ୍ଯସରକାର ଙ୍କ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପିପିଲି ବ୍ଲକର ଦାଣ୍ଡମୁକୁନ୍ଦପୁରସ୍ଥିତ ଗୋପବନ୍ଧୁ ମେମୋରିଆଲ ହାଇସ୍କୁଲ ର ମାଟ୍ରିକ ପରିକ୍ଷାକେନ୍ଦ୍ର ଅଚାନକ ପରିଦର୍ଶନ କରିଛନ୍ତି ।ଚଳିତ ବର୍ଷ ଶୃଙ୍ଖଳିତ ଭାବେ ପରିକ୍ଷା କାର୍ଯ୍ଯ ସମ୍ପର୍ଣ୍ଣ ହୋଇଥିବାରୁ ରାଜ୍ୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ଧନ୍ଯବାଦ୍ ଦେବା ସହ ପରିକ୍ଷାର୍ଥିଙ୍କ ଉଜ୍ବଳ ଭବିଷ୍ୟତ କାମନା କରିଛନ୍ତି ।
ପିପିଲି ରୁ ବିଜୟ କୁମାର ମହାପାତ୍ର

Blog Archive

Popular Posts