Breaking News

>>
  • ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଆରୋଗ୍ୟ କାମନା କରି ସାକ୍ଷୀଗୋପିନାଥ ଦେବଙ୍କ ନିକଟରେ ଶହଶହ ଦୀପଦାନ
  • >>
  • ମିଲର ଧାନ ଉଠାଉନଥିବାରୁ ଚାଷୀ ଜିଲ୍ଲାପାଳ,ବିଡ଼ିଓ,ତହସିଲଦାର ,ଥାନାର ଦ୍ୱାରସ୍ଥ ହେଲେ
  • >>
  • ବାହାଡାପଦର ହାଇସ୍କୁଲରେ ଯୋଗ ଦିବସ ପାଳିତ
  • >>
  • ଆନ୍ତର୍ଜାତିକ ଯୋଗ ଦିବସ ପାଳନ
  • >>
  • ଭଞ୍ଜନଗରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ
  • >>
  • ପୌରପରିଷଦ ଏବଂ ପଞ୍ଚାୟତ ସମିତିର ମିଳିତ ସହଯୋଗରେ "ଆନ୍ତର୍ଜାତୀୟ ଯୋଗ ଦିବସ'ପାଳିତ
  • >>
  • ଆଇଆଇଟି ଭୁବନେଶ୍ବରରେ ଉତ୍ସାହ ସହିତ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
  • >>
  • ଜଟଣୀ ମହାବିଦ୍ୟାଳୟରେ ଯୋଗ ଶିବିର ଅନୁଷ୍ଠିତ
  • >>
  • ଶିଶୁ ମନ୍ଦିରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
  • >>
  • ଖୋର୍ଦ୍ଧା ରୋଡ ମଣ୍ଡଳ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ - ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ
  • >>
  • ସତ୍ୟବାଦୀରେ ଆନ୍ତର୍ଜାତୀୟ ଯୋଗଦିବସ ପାଳିତ ; ସୁସ୍ଥ ରହିବା ପାଇଁ ଯୋଗ କରିବାକୁ ଆହ୍ୱନ
  • >>
  • ଚକରା ବିଷୋୟୀଙ୍କ ଜନ୍ମସ୍ଥାନ ବିଞ୍ଜିଗିରିକୁ ଐତିହ୍ୟ ଗାଁର ମାନ୍ୟତା ମିଳିଲା
  • >>
  • ବର୍ଷ ଏକ ବିଶ୍ୱାସ ଘାତକ ଅନେକ ଲେଖିବା ପାଇଁ ଦାବୀ କଲେ ବ୍ଳକ ଅଧ୍ୟକ୍ଷ ; ବିଧାୟକଙ୍କ କଥାରେ ଚାଲିଛି ସତ୍ୟବାଦୀ ବ୍ଳକ
  • >>
  • ପଟ୍ଟା, ରାଶନ କାର୍ଡ ଓ ଅନ୍ତ୍ୟୋଦୟ ଆବାସ ଯୋଜନା ଗୃହର କାର୍ଯ୍ୟଦେଶ ବଣ୍ଟନ
  • >>
  • ପ୍ରଗତିଶୀଳ ଗଣତାନ୍ତ୍ରିକ ସାମ୍ମୁଖ୍ୟ, ଭଞ୍ଜନଗର, ଗଞ୍ଜାମ ତରଫରୁ ପାଲେଷ୍ଟାଇନ ସଂହତି ଦିବସ ପାଳନ
  • ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ଫଣ୍ଡଙ୍କୁ ଟଙ୍କା ଦାନ


      ପୁରୀ ----ସମଗ୍ର ବିଶ୍ଵରେ କରୋନାକୁ ନେଇ ଲୋକମାନେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ସଚେତନ ହେଲେ ଏହାକୁ ଦୁରେଇ ଦେଇ ପାରିବା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକମାନଙ୍କୁ ଅନୁରୋଧ କରିଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକମାନଙ୍କ  ସହଯୋଗ କାମନା କରିଛନ୍ତି।କରୋନା ସାରା ବିଶ୍ୱରେ ତାର ମୃତ୍ୟୁର ତାଣ୍ଡବଲୀଳା ଜାରି ରଖିଛି । ବିଶ୍ୱବାସୀଙ୍କ ନିଦ ହଜାଇଛି ଏହି ଘାତକ କରୋନା ଭାଇରସ । ସେଥିପାଇଁ ପୁରା ଦେଶକୁ ଲକ ଡାଉନ ଘୋଷଣା କରାଯାଇଛି । ରାଜ୍ୟ ସରକାର ଏହି କରୋନା ଭାଇରସକୁ ପ୍ରତିରୋଧ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି । ମହାମାରୀ କରୋନା ପାଇଁ ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ଲୋକମାନଙ୍କୁ ସହାୟତାର ହାତ ବଢ଼ାଇବା ପାଇଁ କହିଛନ୍ତି ।  ବିଭିନ୍ନ ଦଳର ରାଜନେତା ଏବଂ କେତେକ ବଦାନ୍ୟ ବ୍ୟକ୍ତି ଜିଲ୍ଲାପାଳ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ଫଣ୍ଡ ଙ୍କୁ ଟଙ୍କା ଦାନ କରିଛନ୍ତି। ଜାନଭି ସ୍ୱାଇଁ ନାମକ ଜଣେ ମହିଳା ଏକ ଲକ୍ଷ ଟଙ୍କା , ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟୀ ଦଳାଇ ୨୨ ହଜାର୫ ୦୦ ଟଙ୍କା , ସାମାଜିକ ଗଣମାଧ୍ୟମ ଏକ ଗ୍ରୁପ ଆପଣଙ୍କ ଖବର ଏକ ଲକ୍ଷ ଟଙ୍କା , ଉଦୀପ୍ତ କୁମାର ସାହୁ ୨୦ ହଜାର ଓ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡ କୁ ୩୦ ହଜାର ଟଙ୍କା ସେ ପ୍ରଦାନ କରିଛନ୍ତି। 
    ପୁରୀ ରୁ ଜୟନ୍ତ କୁମାର ସେଠୀ

    Blog Archive

    Popular Posts