Breaking News

ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା


ନୟାଗଡ଼ ----କୋଭିଡ ୧୯କୁ ନେଇ ସମଗ୍ର ବିଶ୍ୱ ଚିନ୍ତିତ ଥିବା ବେଳେ ବିଭିନ୍ନ ବଦାନ୍ୟ ବ୍ୟକ୍ତି ଏବଂ ଅନୁଷ୍ଠାନ ତରଫରୁ ସହାୟତାର ସୁଅ ଛୁଟୁଛି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ।ଏହି ପରିପ୍ରେକ୍ଷୀରେ ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟ ତରଫରୁ ଜିଲ୍ଲାପାଳ ଡ଼ଃ ପୋମା ଟୁଡୁଙ୍କ ଜରିଆରେ ୧ ଲକ୍ଷ ୮୮ହଜାର ୧ ଟଙ୍କାର ଚେକ ପ୍ରଦାନ କରାଯାଇଛି।ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟ ଅଧୀନରେ ଥିବା ସମସ୍ତ କର୍ମଚାରୀ ଏବଂ ସମସ୍ତ ବିଦ୍ୟାଳୟର ଶିକ୍ଷକ,ଶିକ୍ଷୟିତ୍ରୀ ସେମାନଙ୍କର ଗୋଟିଏ ଦିନର ଦରମା ପ୍ରଦାନ କରିଥିବା ଜଣାପଡିଛି ।ଚେକ ପ୍ରଦାନ ସମୟରେ ଜିଲ୍ଲା ମଙ୍ଗଳ ଅଧିକାରୀ ସୀମାଞ୍ଚଳ ବେହେରା ଏବଂ କନିଷ୍ଠ ରାଜସ୍ୱ ଅଧିକାରୀ ବନମାଳୀ ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ। ନୟାଗଡ଼ ରୁ ସୁଦୀପ୍ତ କୁମାର ଦଳେଇ

Blog Archive

Popular Posts