Breaking News

>>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • ବେଗୁନିଆରେ କରୋନା ଦୁଇ ଅଙ୍କ ଡେଇଁଲା

    ବେଗୁନିଆ- ବେଗୁନିଆରେ  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଡିବାରେ ଲାଗିଛି । ଶନିବାର ଦିନ ଦେଉଳି ପଞ୍ଚାୟତର ଡଙ୍ଗରପଡା  ସଙ୍ଗରୋଧ କେନ୍ଦ୍ରରେ  ଦୁଇ ଜଣ ପ୍ରବାସୀ ଓଡିଆଙ୍କ ସ୍ୱାବରୁ  କରୋନା ପଜିଟିଭ ବାହାରିଥିବାର ଜଣା ପଡିଛି । ବର୍ତମାନ ବେଗୁନିଆରେ  କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ୧୧ ରେ ପହଞ୍ଚିଥିବା ଜଣାପଡିଛି ।
    ବେଗୁନିଆରୁ ଯୋଗେଶ୍ୱର ପଣ୍ଡା 

    Blog Archive

    Popular Posts