ବନ୍ଦେ ଉତ୍କଳ ଜନନୀ କାର୍ଯ୍ୟକ୍ରମ ଓ ମାନବଶୃଙ୍ଖଳ କାର୍ଯ୍ୟକ୍ରମ
ବେଗୁନିଆ---- ରାଜ୍ୟ ସରକାରଙ୍କ ଆହ୍ୱାନକ୍ରମେ ବେଗୁନିଆ ବ୍ଲକର ୨୧ ଗୋଟି ପଞ୍ଚାୟତ କାର୍ଯ୍ୟାଳୟ, ବ୍ଲକ,ଥାନା,ତହସିଲ,କୃଷି,ଅଗ୍ନିଶମ ବିଭାଗ ସମେତ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ,ସଙ୍ଗରୋଧ କେନ୍ଦ୍ର ଓ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତାମାନେ ଡାକବାଜି ଯନ୍ତ୍ର ଲଗାଇ ବଜାର ମାନଙ୍କରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତକୁ ଗାନ କରିଥିଲେ । କରୋନା ଯୋଦ୍ଧାମାନଙ୍କୁ ଉତ୍ସାହିତ କରିବା ସହ ସମ୍ମାନିତ କରାଯାଇଥିଲା ।
ବେଗୁନିଆରୁ ଯୋଗେଶ୍ୱର ପଣ୍ଡା
ବେଗୁନିଆରୁ ଯୋଗେଶ୍ୱର ପଣ୍ଡା