>>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • >>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • >>
  • ସତ୍ୟବାଦୀର ସାରଙ୍ଗାଯୋଡ଼ି ରେ କୁକୁଡ଼ା ମଡକ ; ହତାସ ଚାଷୀ କୁଳ
  • >>
  • ଶିଶୁମାନେ ହିଁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ
  • >>
  • ସତ୍ୟବାଦୀ ରେ ପୁଣି ଲଜ୍ୟା, ନାବାଳିକା ଙ୍କୁ ଦୁର୍ଗମ ଅଭିଯୋଗ
  • >>
  • ସତ୍ୟବାଦୀ ରେ ନିଶାକୁ ନା କାର୍ଯ୍ୟକ୍ରମ ଅନୁଷ୍ଠିତ
  • >>
  • ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ସମ୍ବନ୍ଧୀୟ ସଚେତନତା କର୍ମଶାଳା
  • >>
  • ଆଭ୍ୟନ୍ତରୀଣ ଅଭିଯୋଗ କମିଟିତରଫରୁ ଯୌନ ଉପୂୀଡନ ସମ୍ପର୍କିତ ଏକ ସଚେତନତା କର୍ମଶାଳା
  • >>
  • ଆଇନଜୀବୀ ଉପେନ୍ଦ୍ର ବିଶ୍ଵାଳଙ୍କ ପିତୃ ବିୟୋଗ
  • >>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • >>
  • କଣାସ ଅଞ୍ଚଳରୁ ୩ମାସ ହେଲା ଝାଡାବାନ୍ତି ପିଛାଛାାଡୁନି; ଆଜି ୧୦ ଆକ୍ରାନ୍ତ
  • >>
  • ଅଗ୍ନିକାଣ୍ଡଘଟି ୨ବଖରା ଘର ଜଳିଗଲା
  • ରଣପୁର ବିଧାୟକ ଙ୍କ ନେତୃତ୍ବରେ ସରପଞ୍ଚ ମାନେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କଲେ


    ଶରଣକୁଳ--କରୋନା ମୁକାବିଲା ସମୟରେ ନୟାଗଡ଼ ଜିଲ୍ଲା ରଣପୁର ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ସତ୍ୟନାରାୟଣ ପ୍ରଧାନ ଙ୍କ ନେତୃତ୍ୱରେ  ରଣପୁର ବ୍ଲକ ର ସମସ୍ତ ପଞ୍ଚାୟତ ର ସରପଞ୍ଚମାନଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରାଯାଇଛି । ଜିଲ୍ଲାପାଳ ଡ଼ଃ ପୋମା ଟୁଡୁ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି କୁ କୋଭିଡ ୧୯ ପରିଚାଳନା କେନ୍ଦ୍ର ଠାରେ ୧ଲକ୍ଷ ଟଙ୍କା ଚେକ ପ୍ରଦାନ କରିଛନ୍ତି। ଏହି ସହାୟତା ପ୍ରଦାନ ସମୟରେ ଅନେକ ସରପଞ୍ଚ ଓ ସରପଞ୍ଚଙ୍କ ପ୍ରତିନିଧି ମାନେ  ଉପସ୍ଥିତ ଥିଲେ।
    ଶରଣକୁଳ ରୁ ମାନସ କୁମାର ସାହୁ।

    Blog Archive

    Popular Posts