>>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • >>
  • ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ମେଗା ରକ୍ତଦାନ ଶିବିର - ୧୦୧ ୟୁନିଟ୍ ରକ୍ତ ସଂଗ୍ରହ
  • >>
  • ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଏକ ଦାବିପତ୍ର
  • >>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର ରେ ପ୍ରେମୀ ଯୁଗଳ ଙ୍କର ଵିଵାହ


    ପୁରୀ - କରୋନା ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର ରେ ପ୍ରେମୀ ଯୁଗଳ ଙ୍କର ଵିଵାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ଏଭଳି ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ନିମାପଡା ବ୍ଲକ ଶଗଡା ଗ୍ରାମପଞ୍ଚାୟତ  ଶ୍ରୀମୁଖ ରେ ଥିବା ଅସ୍ଥାୟୀ ସ୍ୱାସ୍ଥ୍ୟ ଶବିରରେ ।  ପ୍ରେମୀ ଯୁଗଳଙ୍କର ଶିବିରରେ ରହିବା ସମୟ ସୀମା ସମ୍ପୂର୍ଣ୍ଣ ହୋଇଥିଲା ବେଳେ ଅସ୍ଥାୟୀ ସ୍ୱାସ୍ଥ୍ୟ ଶବିର ଦାୟିତ୍ୱ ରେ ଥିବା ଅଧିକାରୀ ଓ ଲୋକ ପ୍ରତିନିଧି ଉଭୟଙ୍କ ବିବାହ କାର୍ଯ୍ୟ ତ୍ବରାନ୍ବିତ କରିଥିଲେ । ସୂଚନା ଥାଉକି ଉଭୟ  ପୂର୍ବରୁ କୁଆଡେ ଚାଲିଯାଇ ଥିବା ବେଳେ ଲକ ଡା ଉନ ସମୟ ରେ ଫେରିଥିଲେ ଗ୍ରାମକୁ । ଲକ୍ ଡାଉନ୍ ଯୋଗୁ ଉଭୟ ଙ୍କ ବିବାହ ହୋଇ ନଥିବା ରୁ ଆଜି ତାଙ୍କ ବିବାହ କରି ଘରକୁ ଫେରିଛନ୍ତି । 
    ପୁରୀ ରୁ ଜୟନ୍ତ କୁମାର ସେଠୀ

    Blog Archive

    Popular Posts