>>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • ସାକ୍ଷୀଗୋପିନାଥ ଦେବଙ୍କ ସ୍ୱତନ୍ତ୍ର ଗ୍ରହଣ ନୀତି

    ସାକ୍ଷୀଗୋପାଳ ----- ସାକ୍ଷୀଗୋପିନାଥ ଦେବଙ୍କ ଗ୍ରହଣ ପାଇଁ ଠାକୁର ତଡଫଲାଗି ହୋଇଥିଲେ । ଗ୍ରହଣ ୧୦.୩୭ରେ ଲାଗିବା ପରେ ସେବାୟତ ମାନେ ସ୍ନାନ କରି ଆସିଥିଲେ ।  ପରେ ପରେ ସେବାୟତ ମାନେ ଠାକୁରଙ୍କୁ ଗ୍ରହଣସ୍ନାନ କରାଇଥିଲେ । ବଡସିଂହାର ବେଶ ଗ୍ରହଣ ଭୋଗ ହେବା ପରେ ପୁଷ୍ପାଞ୍ଜଳି , ଆଳତୀ ହୋଇ ପହଡ ପଡିଥିଲା  । ପରେ ଦ୍ୱାର ଖୋଲା ଯାଇ ଦୈନଦିନ ନୀତିକାନ୍ତି କରାଯାଇଥିଲା ।
     ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି 

    Blog Archive

    Popular Posts