Breaking News

>>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • କଣ୍ଟେନମେଣ୍ଟ ଜୋନକୁ ଗ୍ରାମର କିଛି ଯୁବକ ମାନୁ ନାହାନ୍ତି

    ସାକ୍ଷୀଗୋପାଳ----- ସତ୍ୟବାଦୀ ବ୍ଳକର ଜୟପୁର ଗ୍ରାମ ପଞ୍ଚାୟତର ମହାମାୟାସାହିକୁ ଜିଲ୍ଲାପାଳ ବଳୱାନ୍ତ ସିଂଙ୍କ ନିର୍ଦ୍ଦେଶକ୍ରମେ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିଲା । କାରଣ ଉକ୍ତ ଗ୍ରାମର ଜଣେ ବାହାର ରାଜ୍ୟର ପ୍ରବାସୀ ଓଡିଆ ସଂଗରୋଧ ଗୃହରୁ ଆସିବା ପରେ ତାଙ୍କର କରୋନା ପଜେଟିଭି ବାହାରିଥିଲା । ଯାହାକି ସେ ଗ୍ରାମରେ ବିଭିନ୍ନ ଆଡେ ବୁଲିଥିବାର ଜଣାପଡିଥିଲା । ଏହାକୁ ନଜରକରି ଉକ୍ତ ଗ୍ରାମକୁ କଣ୍ଟେକେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିଲା । ମାତ୍ର କେତେକ ବ୍ୟକ୍ତି ବିଶେଷ ମାନେ ଗ୍ରାମର ପ୍ରବେଶ ପଥ ସିଲ କରାଯାଇଥିଲା ତାକୁ ଖୋଲି ବଜାରରେ ବୁଲା ବୁଲି କରିଥିବା ଜଣାପଡିଛି । ଏବଂ ନିଜକୁ ରକ୍ଷା କରିବା ପାଇଁ ସ୍ଥାନୀୟ ସରପଞ୍ଚଙ୍କ ବିରୁଧରେ ବିଭିନ୍ନ ଅଭିଯୋଗ ମାନ ଆଣିଛନ୍ତି । ଯାହାକୁ ଖଣ୍ଡନ କରିଛନ୍ତି ସ୍ଥାନୀୟ ସରପଞ୍ଚ ବିଶ୍ୱଜିତି ମହାପାତ୍ର । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts