>>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • ତହସିଲ କାର୍ଯ୍ୟାଳୟ ଘେରିଲେ ଫନି କ୍ଷତିଗସ୍ତ ପରିବାର

    ସାକ୍ଷୀଗୋପାଳ ----ସତ୍ୟବାଦୀ ତହସିଲ କାର୍ଯ୍ୟାଳୟକୁ ଫନିରେ କ୍ଷତିଗସ୍ତ ହିତାଧିକାରୀ ମାନେ ଆଜି ଘେରିଛନ୍ତି । ସୁଚନାଯୋଗ୍ୟ ରେ ଫନି ଯିବାର ୧୪ ମାସ ପରେ ବି ଲୋକମାନେ ଏବେବି ପଲିଥିନି ତଳେ ରହିଛନ୍ତି । ସେମାନଙ୍କୁ ରାଜ୍ୟ ସରକାର ଦେଇଥିବା ଫନି କ୍ଷତିପୂରଣ ମିଳିନାହିଁ । ଯାହାକୁ ନେଇ ଅନେକ ସମୟରେ  ବିଭିନ୍ନ ସଂଗଠନ ପକ୍ଷରୁ ରାସ୍ତାରୋକ, ତହସିଲ କାର୍ଯ୍ୟାଳୟ ଘେରାଉ, ଧାରଣା, ରାସ୍ତାରୋକ, ପ୍ରତିବାଦ ସଭା ଆଦି କାର୍ଯ୍ୟକ୍ରମ କରାଯାଇଥିଲେ ମଧ୍ୟ କିଛି ହିତାଧିକାରୀ ମାନେ ସରକାରୀ ସାହାର୍ଯ୍ୟରୁ ଏବେବି ବଞ୍ଚିତ ରହିଛନ୍ତି । ଆଜି ନେତା ବିହୀନ ହିତାଧିକାରୀ ମାନେ ତହସିଲ କାର୍ଯ୍ୟାଳୟ ଘେରାଉ କରିଥିଲେ । ମାତ୍ର ତହସିଲଦାର ଏ ସମ୍ପର୍କରେ ତଦନ୍ତ କରି ବିହିତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବେ ବୋଲି କହିବା ପରେ ଲୋକମାନେ ଧାରଣାରୁ ଉଠିଥିଲେ ।
     ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି 

    Blog Archive

    Popular Posts