Breaking News

>>
  • ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ 'ରାତ୍ର ୮ ଟା ପର୍ଯ୍ୟନ୍ତ ଖୋଲା ;ଦଲାଲ ମାନଙ୍କ ଦ୍ୱାରା ପରିଚାଳିତ
  • >>
  • କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶତାୟୁ ଆୟୁଷ ପାଇଁ ୫୬ ଜଣଙ୍କୁ ଛତା ବଣ୍ଟନ
  • >>
  • ଓଡ୍ର ଖଣ୍ଡାୟତ କାଳିଞ୍ଜି ସମାଜର କୁଳଗୃହ ପ୍ରତିଷ୍ଠା ଓ ସାଙ୍ଗଠନିକ ବୈଠକ
  • ମୁନିନ୍ଦା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ

     ଡେଲାଙ୍ଗ-- ଡେଲାଙ୍ଗ ବ୍ଳକର ମୁନିନ୍ଦା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସରପଞ୍ଚ ସଂଧ୍ୟାରାଣୀ ପରିଡା ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ନ୍ୟାୟବ ସରପଞ୍ଚଙ୍କ ସହିତ ୱାର୍ଡ ସଭ୍ୟ ସଭ୍ୟା ଓ ପୂର୍ବତନ ସରପଞ୍ଚ ନରେନ୍ଦ୍ର ପରିଡା ଓ ପଞ୍ଚାୟତ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ । 

      ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତ

    Blog Archive

    Popular Posts