ଭେଡେନରେ ୭୪ତମ ସ୍ୱାଧୀନତା ଦିବସ ପାଳିତ
ବରଗଡ଼ରୁ ନବୀନ ଦାଶ ଙ୍କ ରିପୋର୍ଟ ସାକ୍ଷୀଗୋପାଳ ନିଉଜ୍:-ବରଗଡ଼ ଜିଲ୍ଲା ଭେଡେନବ୍ଲକ ପରିସରରେ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଡୋଲାମଣୀ କ୍ଷେତି ଯୋଗ ଦେଇ ପତାକା ଉତ୍ତୋଳନ କରିଥିବା ବେଳେ ସମ୍ବାନୀତ ଅତିଥି ଭାବେ ଭେଡେନ ଗୋଷ୍ଠି ଉନ୍ନୟନ ଅଧିକାରୀ ତଥା ଆଶୁ କବି ମୁରଲୀଧର ନାଏକ ଯୋଗଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକର ସମସ୍ତ କର୍ମଚାରୀ ବୃନ୍ଦଙ୍କ ଉପସ୍ଥିତି କ୍ରମେ କୋଭିଡ ନିୟମକୁ ପାଳନ କରି ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।
ଏହି ଅବସରରେ ବ୍ଲକ ପରିସର ମଧ୍ୟରେ ୧୦୦ରୁ ଉର୍ଦ୍ଧ୍ବ ଔଷଧୀୟ ବୃକ୍ଷ ରୋପଣ କରାଯାଇଥିଲା।
ବରଗଡ଼ରୁ ନବୀନ ଦାଶଙ୍କ ରିପୋର୍ଟ