ଡେଲାଙ୍ଗରେ ଜଣେ ପଜିଟିଭ ଚିହ୍ନଟ
ଡେଲାଙ୍ଗ ---- ଡେଲାଙ୍ଗ ବ୍ଳକର ହରିରାଜପୁର ଗ୍ରାମ ପଞ୍ଚାୟତର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଡେଲାଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ ସୁଚନା ମିଳିଛି । ଆଣ୍ଟିଜେନ ସ୍ୱାବ ଟେଷ୍ଟରେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଉକ୍ତ ବ୍ୟକ୍ତିଙ୍କୁ ହୋମ କରୋଣ୍ଟାଇନରେ ରହିବା ପାଇଁ ପରାମର୍ଶ ଦିଆଯାଇଥିବା ଡେଲାଙ୍ଗ ସ୍ୱାସ୍ଥ୍ୟ କେନ୍ଦ୍ରର ବିପିଏମ ଦିଲୀପ କୁମାର ପରିଡାଙ୍କ ଠାରୁ ସୁଚନା ମିଳିଛି ।
ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତ