Breaking News

ସାତ୍ତିକିପୁର ଦଳିତ ବସ୍ତିରେ ୭୪ ତମ ସ୍ୱାଧୀନତା ଦିବସ ପାଳିତ


 ଡେଲାଙ୍ଗ--- ଡେଲାଙ୍ଗ ବ୍ଳକର ଚାଇଁପୁର ଗ୍ରାମ ପଞ୍ଚାୟତର ସାତ୍ତିକିପୁର ଦଳିତ ବସ୍ତିର ଯୁବ ସଂଗଠନ ପକ୍ଷରୁ ଆୟୋଜିତ ସ୍ୱାଧୀନତା ଦିବସରେ ମୁଖ୍ୟ ଅତିଥି ଭାବେ ଡେଲାଙ୍ଗ ବ୍ଳକ ଉପାଧ୍ୟକ୍ଷ ଅଜୟ କୁମାର ରାଉତରାୟ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ଅନୁଷ୍ଠାନର କର୍ମକର୍ତ୍ତା ମାନେ ଉପସ୍ଥିତ ରହିଥିଲେ । 

ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି 

Blog Archive

Popular Posts