Breaking News

ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତି ପ୍ରସ୍ତର ଶୁଭାରମ୍ଭ


ଧରାକୋଟ   --- ପୋଲସରା ବ୍ଲକ ଅନ୍ତର୍ଗତ ଢ଼ଉମାଳା ଗ୍ରାମ ଠାରେ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପକୁ  ବିଧାୟକ ଶ୍ରୀକାନ୍ତ ସାହୁଙ୍କ କରକମଳରେ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଯାଇଛି।  ଏହି କାର୍ଯ୍ୟକ୍ରମ ରେ ସ୍ଥାନୀୟ
ସରପଞ୍ଚ,  ବିଭାଗୀୟ ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀ,ଗ୍ରାମ ବାସି ଉପସ୍ଥିତ ଥିଲେ।
ଧରାକୋଟ ରୁ ଅଶେଷ କୁମାର ପାତ୍ରଙ୍କ ରିପୋର୍ଟ

Blog Archive

Popular Posts